Ezekiel 40:5 — Compare Translations
5 translations compared side by side
Odia - 1840
"ମୁଁ ଦେଖିଲି ମନ୍ଦିରର ବାହା ରେ ଚତୁର୍ଦ୍ଦିଗ ରେ ଏକ ପ୍ରାଚୀର ଥିଲା। ଆଉ ସେ ପୁରୁଷଙ୍କ ହସ୍ତ ରେ ଏକ ପରିମାପକ ଦଣ୍ଡ ଥିଲା। ତାହା ଛଅହାତ ଦୀର୍ଘ, ପ୍ରେତ୍ୟକକ ହାତ ଏକହାତ ଚାରି ଅଙ୍ଗୁଳି ପରିମିତ। ତହିଁରେ ସେ ଗୃହର ସ୍ଥୁଳତା ଏକ ଦଣ୍ଡ ଓ ଉଚ୍ଚତା ଏକ ଦଣ୍ଡ ମାପିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ଗୃହର ବାହାରେ ଚତୁର୍ଦ୍ଦିଗରେ ଏକ ପ୍ରାଚୀର ଥିଲା ଓ ସେହି ପୁରୁଷଙ୍କ ହସ୍ତରେ ଏକ ପରିମାପକ ନଳ ଥିଲା, ତାହା ଛଅ ହାତ ଦୀର୍ଘ, ପ୍ରତ୍ୟେକ ହାତ ଏକ ହାତ ଚାରି ଅଙ୍ଗୁଳି ପରିମିତ; ତହିଁରେ ସେ ଗୃହର ସ୍ଥୂଳତା ଏକ ନଳ ଓ ଉଚ୍ଚତା ଏକ ନଳ ମାପିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଦେଖିଲି ମନ୍ଦିରର ବାହାରେ ଚତୁର୍ଦ୍ଦିଗରେ ଏକ ପ୍ରାଚୀର ଥିଲା। ଆଉ ସେ ପୁରୁଷଙ୍କ ହସ୍ତରେ ଏକ ପରିମାପକ ଦଣ୍ଡ ଥିଲା। ତାହା ଛଅହାତ ଦୀର୍ଘ, ପ୍ରତ୍ୟେକ ହାତ ଏକ ହାତ ଗ୍ଭରି ଅଙ୍ଗୁଳି ପରିମିତ। ତହିଁରେ ସେ ଗୃହର ସ୍ଥୁଳତା ଏକ ଦଣ୍ଡ ଓ ଉଚ୍ଚତା ଏକ ଦଣ୍ଡ ମାପିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ଗୃହର ବାହାରେ ଚତୁର୍ଦ୍ଦିଗରେ ଏକ ପ୍ରାଚୀର ଥିଲା ଓ ସେହି ପୁରୁଷଙ୍କ ହସ୍ତରେ ଏକ ପରିମାପକ ଦଣ୍ଡ ଥିଲା, ତାହା ଛଅ ହାତ ଦୀର୍ଘ, ପ୍ରତ୍ୟେକ ହାତ ଏକ ହାତ ଚାରି ଅଙ୍ଗୁଳି ପରିମିତ; ତହିଁରେ ସେ ଗୃହର ସ୍ଥୂଳତା ଏକ ହାତ ଓ ଉଚ୍ଚତା ଏକ ହାତ ମାପିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ଗୃହର ବାହାରେ ଚତୁର୍ଦ୍ଦିଗରେ ଏକ ପ୍ରାଚୀର ଥିଲା ଓ ସେହି ପୁରୁଷଙ୍କ ହସ୍ତରେ ଏକ ପରିମାପକ ଦଣ୍ଡ ଥିଲା, ତାହା ଛଅ ହାତ ଦୀର୍ଘ, ପ୍ରତ୍ୟେକ ହାତ ଏକ ହାତ ଚାରି ଅଙ୍ଗୁଳି ପରିମିତ; ତହିଁରେ ସେ ଗୃହର “ସ୍ଥୂଳତା” ଏକ ହାତ ଓ ଉଚ୍ଚତା ଏକ ହାତ ମାପିଲେ।