Ezekiel 40:6 — Compare Translations

5 translations compared side by side

Odia - 1840
"ତା'ପ ରେ ସେ ପୁନର୍ବାର ନିକଟକୁ ଆସି ତହିଁର ପାବାଛ ନଇେ ଉପରକୁ ଉଠିଲେ। ତା'ପ ରେ ସେ ଫାଟକର ଏରୁଣ୍ଡି ବନ୍ଧ ମାପିଲେ, ଏହାର ଓସାର ଏକ ଦଣ୍ଡ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେ ପୂର୍ବାଭିମୁଖ ଦ୍ଵାରକୁ ଆସି ତହିଁର ପାବଚ୍ଛ ଦେଇ ଉପରକୁ ଉଠିଲେ; ଆଉ, ଦ୍ଵାରର ସମ୍ମୁଖ ସ୍ଥାନର ପ୍ରସ୍ଥ ଏକ ନଳ ଓ ଅନ୍ୟ ସମ୍ମୁଖ ସ୍ଥାନର ପ୍ରସ୍ଥ ଏକ ନଳ ମାପିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ପୁନର୍ବାର ନିକଟକୁ ଆସି ତହିଁର ପାବାଛ ନେଇ ଉପରକୁ ଉଠିଲେ। ତା’ପରେ ସେ ଫାଟକର ଏରୁଣ୍ଡି ବନ୍ଧ ମାପିଲେ, ଏହାର ଓସାର ଏକ ଦଣ୍ଡ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେ ପୂର୍ବାଭିମୁଖ ଦ୍ୱାରକୁ ଆସି ତହିଁର ପାବଚ୍ଛ ଦେଇ ଉପରକୁ ଉଠିଲେ; ଆଉ, ଦ୍ୱାରର ସମ୍ମୁଖ ସ୍ଥାନର ପ୍ରସ୍ଥ ଏକ ହାତ ଓ ଅନ୍ୟ ସମ୍ମୁଖ ସ୍ଥାନର ପ୍ରସ୍ଥ ଏକ ହାତ ମାପିଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେ ପୂର୍ବାଭିମୁଖ ଦ୍ୱାରକୁ ଆସି ତହିଁର ପାବଚ୍ଛ ଦେଇ ଉପରକୁ ଉଠିଲେ; ଆଉ, ଦ୍ୱାରର ସମ୍ମୁଖ ସ୍ଥାନର ପ୍ରସ୍ଥ ଏକ ହାତ ଓ ଅନ୍ୟ ସମ୍ମୁଖ ସ୍ଥାନର ପ୍ରସ୍ଥ ଏକ ହାତ ମାପିଲେ।