Ezekiel 40:7 — Compare Translations
5 translations compared side by side
Odia - 1840
"ପ୍ରହରୀମାନଙ୍କର କୋଠରୀଗୁଡ଼ିକ ଏକଦଣ୍ଡ ଦୀର୍ଘ ଓ ଏକ ଦଣ୍ଡ ପ୍ରସ୍ଥ ଥିଲା। ଆଉ ପ୍ରେତ୍ୟକକ କଠାେରୀର କାନ୍ଥଗୁଡ଼ିକ ମଧିଅରେ ପାଞ୍ଚ ପାଞ୍ଚ ହାତ ଛଡ଼ା ହାଇେଥିଲା ଓ ଗୃହାଭିମୁଖେ ଦ୍ବାରର ବାରଣ୍ଡା ନିକଟସ୍ଥ ଦ୍ବାରର ସମ୍ମୁଖ ସ୍ଥାନ ଏକ ଦଣ୍ଡ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପ୍ରତ୍ୟେକ କ୍ଷୁଦ୍ର କୋଠରି ଏକ ନଳ ଦୀର୍ଘ ଓ ଏକ ନଳ ପ୍ରସ୍ଥ ଥିଲା; ଆଉ, ପ୍ରତ୍ୟେକ କ୍ଷୁଦ୍ର କୋଠରିର ମଧ୍ୟରେ ପାଞ୍ଚ ପାଞ୍ଚ ହାତ ଛଡ଼ା ଥିଲା ଓ ଗୃହାଭିମୁଖ ଦ୍ଵାରର ବରଣ୍ତା ନିକଟସ୍ଥ ଦ୍ଵାରର ସମ୍ମୁଖ ସ୍ଥାନ ଏକ ନଳ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରହରୀମାନଙ୍କର କୋଠରୀଗୁଡ଼ିକ ଏକଦଣ୍ଡ ଦୀର୍ଘ ଓ ଏକ ଦଣ୍ଡ ପ୍ରସ୍ଥ ଥିଲା। ଆଉ ପ୍ରତ୍ୟେକ କୋଠରୀର କାନ୍ଥଗୁଡ଼ିକ ମଧ୍ୟରେ ପାଞ୍ଚ ପାଞ୍ଚ ହାତ ଛଡ଼ା ହୋଇଥିଲା ଓ ଗୃହାଭିମୁଖେ ଦ୍ୱାରର ବାରଣ୍ଡା ନିକଟସ୍ଥ ଦ୍ୱାରର ସମ୍ମୁଖ ସ୍ଥାନ ଏକ ଦଣ୍ଡ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରତ୍ୟେକ କ୍ଷୁଦ୍ର କୋଠରି ଏକ ହାତ ଦୀର୍ଘ ଓ ଏକ ହାତ ପ୍ରସ୍ଥ ଥିଲା; ଆଉ, ପ୍ରତ୍ୟେକ କ୍ଷୁଦ୍ର କୋଠରିର ମଧ୍ୟରେ ପାଞ୍ଚ ପାଞ୍ଚ ହାତ ଛଡ଼ା ଥିଲା ଓ ଗୃହାଭିମୁଖ ଦ୍ୱାରର ବାରଣ୍ଡା ନିକଟସ୍ଥ ଦ୍ୱାରର ସମ୍ମୁଖ ସ୍ଥାନ ଏକ ହାତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରତ୍ୟେକ କ୍ଷୁଦ୍ର କୋଠରି ଏକ ହାତ ଦୀର୍ଘ ଓ ଏକ ହାତ ପ୍ରସ୍ଥ ଥିଲା; ଆଉ, ପ୍ରତ୍ୟେକ କ୍ଷୁଦ୍ର କୋଠରିର ମଧ୍ୟରେ ପାଞ୍ଚ ପାଞ୍ଚ ହାତ ଛଡ଼ା ଥିଲା ଓ ଗୃହାଭିମୁଖ ଦ୍ୱାରର ବାରଣ୍ଡା ନିକଟସ୍ଥ ଦ୍ୱାରର ସମ୍ମୁଖ ସ୍ଥାନ ଏକ ହାତ ଥିଲା।