Ezekiel 40:9 — Compare Translations

5 translations compared side by side

Odia - 1840
"ଦ୍ବାରର ବାରଣ୍ଡା ଆଠ ହାତ ଥିଲା ଓ ତହିଁର ଉପସ୍ତମ୍ଭ ସକଳ ଦୁଇହାତ ଥିଲା। ଆଉ ଦ୍ବାରର ବାରଣ୍ଡା ମନ୍ଦିର ଆଡ଼େ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ଦ୍ଵାରର ବରଣ୍ତା ଆଠ ହାତ ମାପିଲେ ଓ ତହିଁର ଉପସ୍ତମ୍ଭସକଳ ଦୁଇ ହାତ ଥିଲା; ପୁଣି, ଦ୍ଵାରର ବରଣ୍ତା ଗୃହ ଆଡ଼େ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଦ୍ୱାରର ବାରଣ୍ଡା ଆଠ ହାତ ଥିଲା ଓ ତହିଁର ଉପସ୍ତମ୍ଭ ସକଳ ଦୁଇ ହାତ ଥିଲା। ଆଉ ଦ୍ୱାରର ବାରଣ୍ଡା ମନ୍ଦିର ଆଡ଼େ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ଦ୍ୱାରର ବାରଣ୍ଡା ଆଠ ହାତ ମାପିଲେ ଓ ତହିଁର ଉପସ୍ତମ୍ଭସକଳ ଦୁଇ ହାତ ଥିଲା; ପୁଣି, ଦ୍ୱାରର ବାରଣ୍ଡା ଗୃହ ପ୍ରତି ଥିଲା।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ଦ୍ୱାରର ବାରଣ୍ଡା ଆଠ ହାତ ମାପିଲେ ଓ ତହିଁର ଉପସ୍ତମ୍ଭସକଳ ଦୁଇ ହାତ ଥିଲା; ପୁଣି, ଦ୍ୱାରର ବାରଣ୍ଡା ଗୃହ ପ୍ରତି ଥିଲା।