Ezekiel 41:1 — Compare Translations
5 translations compared side by side
Odia - 1840
"ତାପ ରେ ସେ ମାେତେ ସଦାପ୍ରଭୁଙ୍କର ପବିତ୍ର ସ୍ଥାନକୁ କଢ଼ାଇ ନେଲେ। ସେ ତାହାର ପାଶର୍ବ କାନ୍ଥକୁ ମାପିଲେ। ଏହାର ଉଭୟ ପାଶର୍ବ ରେ ପ୍ରାଯ ଛଅ ହାତ ଲଖାଏଁେ ଥିଲା। ଆଉ ତମ୍ବୁର ପ୍ରସ୍ଥ ହିଁ ଏତିକି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ସେ ମୋତେ ମନ୍ଦିର ନିକଟକୁ ଆଣି ତହିଁର ଉପସ୍ତମ୍ଭ ସକଳ ମାପିଲେ, ସେ ଉପସ୍ତମ୍ଭର ପ୍ରସାର ଏପାଖରେ ଛଅ ହାତ, ସେପାଖରେ ଛଅ ହାତ ଥିଲା, ତମ୍ଵୁର ପ୍ରସ୍ଥ ହିଁ ଏତିକି ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ମନ୍ଦିରର ପବିତ୍ର ସ୍ଥାନ ତା’ପରେ ସେ ମୋତେ ସଦାପ୍ରଭୁଙ୍କର ପବିତ୍ର ସ୍ଥାନକୁ କଢ଼ାଇ ନେଲେ। ସେ ତାହାର ପାର୍ଶ୍ୱ କାନ୍ଥକୁ ମାପିଲେ। ଏହାର ଉଭୟ ପାର୍ଶ୍ୱରେ ପ୍ରାୟ ଛଅ ହାତ ଲେଖାଏଁ ଥିଲା। ଆଉ ତମ୍ବୁର ପ୍ରସ୍ଥ ହିଁ ଏତିକି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ମୋତେ ମନ୍ଦିର ନିକଟକୁ ଆଣି ତହିଁର ଉପସ୍ତମ୍ଭସକଳ ମାପିଲେ, ସେ ଉପସ୍ତମ୍ଭର ପ୍ରସାର ଏପାଖରେ ଛଅ ହାତ, ସେପାଖରେ ଛଅ ହାତ ଥିଲା, ତମ୍ବୁର ପ୍ରସ୍ଥ ହିଁ ଏତିକି।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ମୋତେ ମନ୍ଦିର ନିକଟକୁ ଆଣି ତହିଁର ଉପସ୍ତମ୍ଭ ସକଳ ମାପିଲେ, ସେ ଉପସ୍ତମ୍ଭର ପ୍ରସାର ଏପାଖରେ ଛଅ ହାତ, ସେପାଖରେ ଛଅ ହାତ ଥିଲା, ତମ୍ବୁର ପ୍ରସ୍ଥ ହିଁ ଏତିକି।