Ezekiel 41:10 — Compare Translations

5 translations compared side by side

Odia - 1840
"ଆଉ ଯାଜକମାନଙ୍କର କୋଠରୀଗୁଡ଼ିକ କୋଡ଼ିଏ ହାତ ପ୍ରସ୍ଥ ଥିଲା ଏବଂ ମନ୍ଦିର ଚାରିପଟେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କୋଠରିସକଳର ମଧ୍ୟରେ ଗୃହର ଚାରିଆଡ଼େ କୋଡ଼ିଏ ହାତ ପ୍ରସ୍ଥ ସ୍ଥାନ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ଯାଜକମାନଙ୍କର କୋଠରୀଗୁଡ଼ିକ କୋଡ଼ିଏ ହାତ ପ୍ରସ୍ଥ ଥିଲା ଏବଂ ମନ୍ଦିର ଗ୍ଭରିପଟେ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କୋଠରିସକଳର ମଧ୍ୟରେ ଗୃହର ଚାରିଆଡ଼େ କୋଡ଼ିଏ ହାତ ପ୍ରସ୍ଥ ସ୍ଥାନ ଥିଲା।
Odia IRV 2017 (ଓଡିଆ ବାଇବେଲ)
କୋଠରି ସକଳର ମଧ୍ୟରେ ଗୃହର ଚାରିଆଡ଼େ କୋଡ଼ିଏ ହାତ ପ୍ରସ୍ଥ ସ୍ଥାନ ଥିଲା।