Ezekiel 41:11 — Compare Translations
5 translations compared side by side
Odia - 1840
"ପାଶର୍ବସ୍ଥ କଠାେରୀଗୁଡ଼ିକର ଦ୍ବାର ସହେି ଅବଶିଷ୍ଟ ଖାେଲାସ୍ଥାନ ଆଡ଼େ ଥିଲା। ଗୋଟିଏ ଦ୍ବାର ଉତ୍ତର ଆଡ଼େ ଓ ଅନ୍ୟ ଗୋଟିଏ ଦ୍ବାର ଦକ୍ଷିଣ ଆଡ଼େ ଥିଲା। ଆଉ ସହେି ଅବଶିଷ୍ଟ ସ୍ଥାନର ପ୍ରସ୍ଥ ଚତୁର୍ଦ୍ଦିଗ ରେ ପାଞ୍ଚ ହାତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପାର୍ଶ୍ଵସ୍ଥ କୋଠରିସକଳର ଦ୍ଵାର ସେହି ଅବଶିଷ୍ଟ ସ୍ଥାନ ଆଡ଼େ ଥିଲା, ଗୋଟିଏ ଦ୍ଵାର ଉତ୍ତର ଆଡ଼େ ଓ ଅନ୍ୟ ଦ୍ଵାର ଦକ୍ଷିଣ ଆଡ଼େ ଥିଲା; ଆଉ, ସେହି ଅବଶିଷ୍ଟ ସ୍ଥାନର ପ୍ରସ୍ଥ ଚତୁର୍ଦ୍ଦିଗରେ ପାଞ୍ଚ ହାତ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପାର୍ଶ୍ୱସ୍ଥ କୋଠରୀଗୁଡ଼ିକର ଦ୍ୱାର ସେହି ଅବଶିଷ୍ଟ ଖୋଲାସ୍ଥାନ ଆଡ଼େ ଥିଲା। ଗୋଟିଏ ଦ୍ୱାର ଉତ୍ତର ଆଡ଼େ ଓ ଅନ୍ୟ ଗୋଟିଏ ଦ୍ୱାର ଦକ୍ଷିଣ ଆଡ଼େ ଥିଲା। ଆଉ ସେହି ଅବଶିଷ୍ଟ ସ୍ଥାନର ପ୍ରସ୍ଥ ଚତୁର୍ଦ୍ଦିଗରେ ପାଞ୍ଚ ହାତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପାର୍ଶ୍ୱସ୍ଥ କୋଠରିସକଳର ଦ୍ୱାର ସେହି ଅବଶିଷ୍ଟ ସ୍ଥାନ ପ୍ରତି ଥିଲା, ଗୋଟିଏ ଦ୍ୱାର ଉତ୍ତର ପ୍ରତି ଓ ଅନ୍ୟ ଦ୍ୱାର ଦକ୍ଷିଣ ପ୍ରତି ଥିଲା; ଆଉ, ସେହି ଅବଶିଷ୍ଟ ସ୍ଥାନର ପ୍ରସ୍ଥ ଚତୁର୍ଦ୍ଦିଗରେ ପାଞ୍ଚ ହାତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପାର୍ଶ୍ୱସ୍ଥ କୋଠରି ସକଳର ଦ୍ୱାର ସେହି ଅବଶିଷ୍ଟ ସ୍ଥାନ ପ୍ରତି ଥିଲା, ଗୋଟିଏ ଦ୍ୱାର ଉତ୍ତର ପ୍ରତି ଓ ଅନ୍ୟ ଦ୍ୱାର ଦକ୍ଷିଣ ପ୍ରତି ଥିଲା; ଆଉ, ସେହି ଅବଶିଷ୍ଟ ସ୍ଥାନର ପ୍ରସ୍ଥ ଚତୁର୍ଦ୍ଦିଗରେ ପାଞ୍ଚ ହାତ ଥିଲା।