Ezekiel 41:12 — Compare Translations

5 translations compared side by side

Odia - 1840
"ପଶ୍ଚିମ ପାଖର ଅଗଣା ରେ ମନ୍ଦିର ଆଡ଼କୁ ମୁଖକରି ଗୋଟିଏ କୋଠାଘର ଥିଲା। ଏହି ମନ୍ଦିର ସତୁରି ହାତ ପ୍ରସ୍ଥ ଥିଲା ଓ ନବେ ହାତ ର୍ଦୈଘ୍ଯ ଥିଲା। ଆଉ କାନ୍ଥର ମାଟଇେେ ପାଞ୍ଚ ହାତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପଶ୍ଚିମ ଦିଗସ୍ଥ ପୃଥକ୍ ସ୍ଥାନର ସମ୍ମୁଖବର୍ତ୍ତୀ ଗୃହ ସତୁରି ହାତ ପ୍ରସ୍ଥ ଥିଲା ଓ ଚତୁର୍ଦ୍ଦିଗରେ ସେହି ଗୃହର କାନ୍ଥ ପାଞ୍ଚ ହାତ ଓ ତହିଁର ଦୀର୍ଘତା ନବେ ହାତ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପଶ୍ଚିମ ପାଖର ଅଗଣାରେ ମନ୍ଦିର ଆଡ଼କୁ ମୁଖକରି ଗୋଟିଏ କୋଠାଘର ଥିଲା। ଏହି ମନ୍ଦିର ସତୁରି ହାତ ପ୍ରସ୍ଥ ଥିଲା ଓ ନବେ ହାତ ଦୈର୍ଘ୍ୟ ଥିଲା। ଆଉ କାନ୍ଥର ମୋଟେଇ ପାଞ୍ଚ ହାତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପଶ୍ଚିମ ଦିଗସ୍ଥ ପୃଥକ ସ୍ଥାନର ସମ୍ମୁଖବର୍ତ୍ତୀ ଗୃହ ସତୁରି ହାତ ପ୍ରସ୍ଥ ଥିଲା ଓ ଚତୁର୍ଦ୍ଦିଗରେ ସେହି ଗୃହର କାନ୍ଥ ପାଞ୍ଚ ହାତ ଓ ତହିଁର ଦୀର୍ଘତା ନବେ ହାତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପଶ୍ଚିମ ଦିଗସ୍ଥ ପୃଥକ୍ ସ୍ଥାନର ସମ୍ମୁଖବର୍ତ୍ତୀ ଗୃହ ସତୁରି ହାତ ପ୍ରସ୍ଥ ଥିଲା ଓ ଚତୁର୍ଦ୍ଦିଗରେ ସେହି ଗୃହର କାନ୍ଥ ପାଞ୍ଚ ହାତ ଓ ତହିଁର ଦୀର୍ଘତା ନବେ ହାତ ଥିଲା।