Ezekiel 41:13 — Compare Translations

5 translations compared side by side

Odia - 1840
"ତା'ପ ରେ ସେ ମନ୍ଦିରର ର୍ଦୈଘ୍ଯ 100 ହାତ ଲମ୍ବ ମାପିଲେ। ଏବଂ ଅଗଣା ନିର୍ମିତ ଗୃହଟି ଓ ଏହାର କାନ୍ଥ ମଧ୍ଯ 100 ହାତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ସେ ଗୃହର ଦୀର୍ଘତା ଶହେ ହାତ ଓ ପୃଥକ୍ ସ୍ଥାନ, ଆଉ ତହିଁର ଗୃହ ଓ ତହିଁର କାନ୍ଥର ଦୀର୍ଘତା ଶହେ ହାତ ମାପିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ମନ୍ଦିରର ଦୈର୍ଘ୍ୟ 100 ହାତ ଲମ୍ବ ମାପିଲେ। ଏବଂ ଅଗଣା ନିର୍ମିତ ଗୃହଟି ଓ ଏହାର କାନ୍ଥ ମଧ୍ୟ 100 ହାତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ସେ ଗୃହର ଦୀର୍ଘତା ଶହେ ହାତ ଓ ପୃଥକ ସ୍ଥାନ, ଆଉ ତହିଁର ଗୃହ ଓ ତହିଁର କାନ୍ଥର ଦୀର୍ଘତା ଶହେ ହାତ ମାପିଲେ।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ସେ ଗୃହର ଦୀର୍ଘତା ଶହେ ହାତ ଓ ପୃଥକ୍ ସ୍ଥାନ, ଆଉ ତହିଁର ଗୃହ ଓ ତହିଁର କାନ୍ଥର ଦୀର୍ଘତା ଶହେ ହାତ ମାପିଲେ।