Ezekiel 41:14 — Compare Translations

5 translations compared side by side

Odia - 1840
"ଆହୁରି ମନ୍ଦିରର ପୂର୍ବ ଦିଗ ରେ ନିଷେଦ୍ଧାଞ୍ଚଳ 100 ହାତ ପ୍ରସ୍ଥ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ପୂର୍ବଦିଗରେ ଗୃହର ଓ ପୃଥକ୍ ସ୍ଥାନର ଅଗ୍ରଭାଗ ଶହେ ହାତ ମାପିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆହୁରି ମନ୍ଦିରର ପୂର୍ବ ଦିଗରେ ନିଷେଦ୍ଧାଞ୍ଚଳ 100 ହାତ ପ୍ରସ୍ଥ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ପୂର୍ବ ଦିଗରେ ଗୃହର ଓ ପୃଥକ ସ୍ଥାନର ଅଗ୍ରଭାଗ ଶହେ ହାତ ମାପିଲେ।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ପୂର୍ବଦିଗରେ ଗୃହର ଓ ପୃଥକ୍ ସ୍ଥାନର ଅଗ୍ରଭାଗ ଶହେ ହାତ ମାପିଲେ।