Ezekiel 41:15 — Compare Translations
5 translations compared side by side
Odia - 1840
"ତା'ପ ରେ ସେ ମନ୍ଦିର ସମ୍ମୁଖ ରେ ନିଷେଦ୍ଧାଞ୍ଚଳକୁ ମାପିଲେ। ଏହା ଗୋଟିଏ କାନ୍ଥରୁ ଅନ୍ୟ କାନ୍ଥକୁ 100 ହାତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର ପୃଥକ୍ ସ୍ଥାନର ସମ୍ମୁଖସ୍ଥିତ ଗୃହର ଦୀର୍ଘତା, ଅର୍ଥାତ୍, ତାହାର ପଶ୍ଚାତ୍ ଭାଗରେ ଯାହା ଥିଲା, ତାହା ଓ ଏପାଖେ ସେପାଖେ ତହିଁର ଅପ୍ରଶସ୍ତ ବରଣ୍ତା ଶହେ ହାତ ମାପିଲେ; ଆଉ, ଭିତର ମନ୍ଦିର ଓ ପ୍ରାଙ୍ଗଣର ବରଣ୍ତା (ମାପିଲେ);
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ମନ୍ଦିର ସମ୍ମୁଖରେ ନିଷେଦ୍ଧାଞ୍ଚଳକୁ ମାପିଲେ। ଏହା ଗୋଟିଏ କାନ୍ଥରୁ ଅନ୍ୟ କାନ୍ଥକୁ 100 ହାତ ଥିଲା। ମହାପବିତ୍ର ସ୍ଥାନ, ପବିତ୍ର ସ୍ଥାନ ଏବଂ ତ୍ୱରଣଟି ଭିତର ପ୍ରାଙ୍ଗଣରୁ ଦେଖାଯାଉଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ପୃଥକ ସ୍ଥାନର ସମ୍ମୁଖସ୍ଥିତ ଗୃହର ଦୀର୍ଘତା, ଅର୍ଥାତ୍, ତାହାର ପଶ୍ଚାତ ଭାଗରେ ଯାହା ଥିଲା, ତାହା ଓ ଏପାଖେ ସେପାଖେ ତହିଁର ଅପ୍ରଶସ୍ତ ବାରଣ୍ଡା ଶହେ ହାତ ମାପିଲେ; ଆଉ, ଭିତର ମନ୍ଦିର ଓ ପ୍ରାଙ୍ଗଣର ବାରଣ୍ଡା (ମାପିଲେ);
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ପୃଥକ୍ ସ୍ଥାନର ସମ୍ମୁଖସ୍ଥିତ ଗୃହର ଦୀର୍ଘତା, ଅର୍ଥାତ୍, ତାହାର ପଶ୍ଚାତ ଭାଗରେ ଯାହା ଥିଲା, ତାହା ଓ ଏପାଖେ ସେପାଖେ ତହିଁର ଅପ୍ରଶସ୍ତ ବାରଣ୍ଡା ଶହେ ହାତ ମାପିଲେ; ଆଉ, ଭିତର ମନ୍ଦିର ଓ ପ୍ରାଙ୍ଗଣର ବାରଣ୍ଡା (ମାପିଲେ);