Ezekiel 41:16 — Compare Translations
5 translations compared side by side
Odia - 1840
"କାଷ୍ଠ ଆଚ୍ଛାଦିତ ଦ୍ବାରର ସମ୍ମୁଖ ସ୍ଥାନ, ବନ୍ଦ ଜଳାକବାଟି ସବୁ, ଦ୍ବାର ସମ୍ମୁଖ ସ୍ଥାନର ନିକଟସ୍ଥ ତିନି ମହଲାର ଚତୁର୍ଦ୍ଦିଗର ଅପ୍ରଶସ୍ତ ବାରଣ୍ଡାସବୁ ଓ ଭୂମିଠାରୁ ଜଳାକବାଟି ପର୍ୟ୍ଯନ୍ତ ସବୁଗୁଡ଼ିକୁ ମାପିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦ୍ଵାରର ସମ୍ମୁଖସ୍ଥାନ ଓ ବନ୍ଦ ଜଳାକବାଟିସବୁ ଓ ଦ୍ଵାର ସମ୍ମୁଖ ସ୍ଥାନର ନିକଟସ୍ଥ ଚତୁର୍ଦ୍ଦିଗେ କାଷ୍ଠ ଆଚ୍ଛାଦିତ ତିନି ମହଲାର ଚତୁର୍ଦ୍ଦିଗର ଅପ୍ରଶସ୍ତ ବରଣ୍ତାସବୁ ଓ ଭୂମିଠାରୁ ଜଳାକବାଟି ପର୍ଯ୍ୟନ୍ତ ମାପିଲେ; ଜଳାକବାଟିସବୁ ଆଚ୍ଛାଦିତ ହୋଇଥିଲା;
Odia Bible ERV 2004 (ପବିତ୍ର ବାଇବଲ)
କାଷ୍ଠ ଆଚ୍ଛାଦିତ ଦ୍ୱାରର ସମ୍ମୁଖ ସ୍ଥାନ, ବନ୍ଦ ଜଳାକବାଟି ସବୁ, ଦ୍ୱାର ସମ୍ମୁଖ ସ୍ଥାନର ନିକଟସ୍ଥ ତିନି ମହଲାର ଚତୁର୍ଦ୍ଦିଗର ଅପ୍ରଶସ୍ତ ବାରଣ୍ଡାସବୁ ଓ ଭୂମିଠାରୁ ଜଳାକବାଟି ପର୍ଯ୍ୟନ୍ତ ସବୁଗୁଡ଼ିକୁ ମାପିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦ୍ୱାରର ସମ୍ମୁଖ ସ୍ଥାନ, ବନ୍ଦ ଜଳାକବାଟିସବୁ ଓ ଦ୍ୱାର ସମ୍ମୁଖ ସ୍ଥାନର ନିକଟସ୍ଥ ଚତୁର୍ଦ୍ଦିଗେ କାଷ୍ଠ ଆଚ୍ଛାଦିତ ତିନି ମହଲାର ଚତୁର୍ଦ୍ଦିଗର ଅପ୍ରଶସ୍ତ ବାରଣ୍ଡାସବୁ ଓ ଭୂମିଠାରୁ ଜଳାକବାଟି ପର୍ଯ୍ୟନ୍ତ ମାପିଲେ; ଜଳାକବାଟିସବୁ ଆଚ୍ଛାଦିତ ହୋଇଥିଲା;
Odia IRV 2017 (ଓଡିଆ ବାଇବେଲ)
ଦ୍ୱାରର ସମ୍ମୁଖସ୍ଥାନ, ବନ୍ଦ ଜଳାକବାଟିସବୁ ଓ ଦ୍ୱାର ସମ୍ମୁଖ ସ୍ଥାନର ନିକଟସ୍ଥ ଚତୁର୍ଦ୍ଦିଗେ କାଷ୍ଠ ଆଚ୍ଛାଦିତ ତିନି ମହଲାର ଚତୁର୍ଦ୍ଦିଗର ଅପ୍ରଶସ୍ତ ବାରଣ୍ଡାସବୁ ଓ ଭୂମିଠାରୁ ଜଳାକବାଟି ପର୍ଯ୍ୟନ୍ତ ମାପିଲେ; ଜଳାକବାଟିସବୁ ଆଚ୍ଛାଦିତ ହୋଇଥିଲା;