Ezekiel 41:17 — Compare Translations
5 translations compared side by side
Odia - 1840
"ଦ୍ବାରର ଉପରି ଭାଗ, ଅନ୍ତଃସ୍ଥ ଓ ବହିଃସ୍ଥ କାନ୍ଥସବୁର ଚାରିଆଡ଼େ ଭିତ ରେ ଓ ବାହା ରେ ସଗେୁଡ଼ିକରେ ବିଶଷେ କାରୁକାର୍ୟ୍ଯ ଖାଦେିତ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଦ୍ଵାରର ଉପର ସ୍ଥାନ, ଅନ୍ତରସ୍ଥ ଗୃହ ଓ ବାହାରେ, ଆଉ କାନ୍ଥସବୁର ଚାରିଆଡ଼େ ଭିତରେ ଓ ବାହାରେ ସେହିସବୁର ବିଶେଷ ବିଶେଷ ପରିମାଣ (ନିରୂପିତ ହେଲା ।)
Odia Bible ERV 2004 (ପବିତ୍ର ବାଇବଲ)
ଦ୍ୱାରର ଉପରି ଭାଗ, ଅନ୍ତଃସ୍ଥ ଓ ବହିଃସ୍ଥ କାନ୍ଥସବୁର ଗ୍ଭରିଆଡ଼େ ଭିତରେ ଓ ବାହାରେ ସେଗୁଡ଼ିକରେ ବିଶେଷ କାରୁକାର୍ଯ୍ୟ ଖୋଦିତ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଦ୍ୱାରର ଉପର ସ୍ଥାନ, ଅନ୍ତରସ୍ଥ ଗୃହ ଓ ବାହାରେ, ଆଉ କାନ୍ଥସବୁର ଚାରିଆଡ଼େ ଭିତରେ ଓ ବାହାରେ ସେହିସବୁର ବିଶେଷ ବିଶେଷ ପରିମାଣ (ନିରୂପିତ ହେଲା।)
Odia IRV 2017 (ଓଡିଆ ବାଇବେଲ)
ଦ୍ୱାରର ଉପର ସ୍ଥାନ, ଅନ୍ତରସ୍ଥ ଗୃହ ଓ ବାହାରେ, ଆଉ କାନ୍ଥସବୁର ଚାରିଆଡ଼େ ଭିତରେ ଓ ବାହାରେ ସେହିସବୁର ବିଶେଷ ବିଶେଷ ପରିମାଣ (ନିରୂପିତ ହେଲା।)