Ezekiel 41:18 — Compare Translations

5 translations compared side by side

Odia - 1840
"ପୁଣି ତହିଁରେ କିରୂବ ଓ ଖଜୁର୍ର ବୃକ୍ଷର ଶିଳ୍ପକାର୍ୟ୍ଯ ଥିଲା ଓ ଦୁଇ କିରୂବ ମଧିଅରେ ଏକ ଖଜୁର ବୃକ୍ଷ ଥିଲା। ଆଉ ପ୍ରେତ୍ୟକକ କିରୂବର ଦୁଇ ଦୁଇ ମୁଖ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ତହିଁରେ କିରୂବ ଓ ଖର୍ଜ୍ଜୁର ବୃକ୍ଷର ଶିଳ୍ପ କର୍ମ ଥିଲା ଓ କିରୂବ ଓ କିରୂବ ମଧ୍ୟରେ ଏକ ଖର୍ଜ୍ଜୁର ବୃକ୍ଷ ଓ ପ୍ରତ୍ୟେକ କିରୂବର ଦୁଇ ଦୁଇ ମୁଖ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ତହିଁରେ କିରୂବ ଓ ଖର୍ଜ୍ଜୁର ବୃକ୍ଷର ଶିଳ୍ପକାର୍ଯ୍ୟ ଥିଲା ଓ ଦୁଇ କିରୂବ ମଧ୍ୟରେ ଏକ ଖଜୁର ବୃକ୍ଷ ଥିଲା। ଆଉ ପ୍ରତ୍ୟେକ କିରୂବର ଦୁଇ ଦୁଇ ମୁଖ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ତହିଁରେ କିରୂବ ଓ ଖର୍ଜ୍ଜୁର ବୃକ୍ଷର ଶିଳ୍ପକର୍ମ ଥିଲା, କିରୂବ ଓ କିରୂବ ମଧ୍ୟରେ ଏକ ଖର୍ଜ୍ଜୁର ବୃକ୍ଷ ଓ ପ୍ରତ୍ୟେକ କିରୂବର ଦୁଇ ଦୁଇ ମୁଖ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ତହିଁରେ କିରୂବ ଓ ଖର୍ଜ୍ଜୁର ବୃକ୍ଷର ଶିଳ୍ପ କର୍ମ ଥିଲା, କିରୂବ ଓ କିରୂବ ମଧ୍ୟରେ ଏକ ଖର୍ଜ୍ଜୁର ବୃକ୍ଷ ଓ ପ୍ରତ୍ୟେକ କିରୂବର ଦୁଇ ଦୁଇ ମୁଖ ଥିଲା।