Ezekiel 41:19 — Compare Translations

5 translations compared side by side

Odia - 1840
"ଗୋଟିଏ ମୁହଁ ସିଂହର ଓ ଅନ୍ୟ ଗୋଟିଏ ମୁହଁ ମନୁଷ୍ଯର ଉଭୟ ପାଶର୍‌ବର ଖଜୁର୍ର ବୃକ୍ଷକୁ ଅନାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହିରୂପେ ଏକ ପାର୍ଶ୍ଵସ୍ଥ ଖର୍ଜ୍ଜୁର ବୃକ୍ଷ ଆଡ଼େ ମନୁଷ୍ୟର ମୁଖ ଓ ଅନ୍ୟ ପାର୍ଶ୍ଵସ୍ଥ ଖର୍ଜ୍ଜୁର ବୃକ୍ଷଆଡ଼େ ଯୁବାସିଂହର ମୁଖ ଥିଲା; ଏହି ପ୍ରକାର ଗୃହଯାକ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଗୋଟିଏ ମୁହଁ ସିଂହର ଓ ଅନ୍ୟ ଗୋଟିଏ ମୁହଁ ମନୁଷ୍ୟର ଉଭୟ ପାର୍ଶ୍ୱର ଖର୍ଜ୍ଜୁର ବୃକ୍ଷକୁ ଅନାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହିରୂପେ ଏକ ପାର୍ଶ୍ୱସ୍ଥ ଖର୍ଜ୍ଜୁର ବୃକ୍ଷ ପ୍ରତି ମନୁଷ୍ୟର ମୁଖ ଓ ଅନ୍ୟ ପାର୍ଶ୍ୱସ୍ଥ ଖର୍ଜ୍ଜୁର ବୃକ୍ଷ ପ୍ରତି ଯୁବା ସିଂହର ମୁଖ ଥିଲା; ଏହି ପ୍ରକାର ଗୃହଯାକ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଏହିରୂପେ ଏକ ପାର୍ଶ୍ୱସ୍ଥ ଖର୍ଜ୍ଜୁର ବୃକ୍ଷ ପ୍ରତି ମନୁଷ୍ୟର ମୁଖ ଓ ଅନ୍ୟ ପାର୍ଶ୍ୱସ୍ଥ ଖର୍ଜ୍ଜୁର ବୃକ୍ଷ ପ୍ରତି ଯୁବା ସିଂହର ମୁଖ ଥିଲା; ଏହି ପ୍ରକାର ଗୃହଯାକ ଥିଲା।