Ezekiel 41:2 — Compare Translations

5 translations compared side by side

Odia - 1840
"ପ୍ରବେଶ ସ୍ଥାନ ପ୍ରସ୍ଥ ଦଶ ହାତ ଓ ସହେି ପ୍ରବେଶ ସ୍ଥାନର ପାଶର୍‌ବ ଏପାଖେ ପାଞ୍ଚହାତ ଓ ସପୋଖେ ପାଞ୍ଚ ହାତ ଥିଲା। ଏବଂ ସେ ତାହାର ର୍ଦୈଘ୍ଯ ଚାଳିଶ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ମାପିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପ୍ରବେଶ-ସ୍ଥାନର ପ୍ରସ୍ଥ ଦଶ ହାତ ଓ ସେହି ପ୍ରବେଶ-ସ୍ଥାନର ପାର୍ଶ୍ଵ ଏପାଖେ ପାଞ୍ଚ ହାତ ଓ ସେପାଖେ ପାଞ୍ଚ ହାତ ଥିଲା; ଆଉ, ସେ ତହିଁର ଦୀର୍ଘତା ଚାଳିଶ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ମାପିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରବେଶ ସ୍ଥାନ ପ୍ରସ୍ଥ ଦଶ ହାତ ଓ ସେହି ପ୍ରବେଶ ସ୍ଥାନର ପାର୍ଶ୍ୱ ଏପାଖେ ପାଞ୍ଚ ହାତ ଓ ସେପାଖେ ପାଞ୍ଚ ହାତ ଥିଲା। ଏବଂ ସେ ତାହାର ଦୈର୍ଘ୍ୟ ଗ୍ଭଳିଶ୍ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ମାପିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପ୍ରବେଶ ସ୍ଥାନର ପ୍ରସ୍ଥ ଦଶ ହାତ ଓ ସେହି ପ୍ରବେଶ ସ୍ଥାନର ପାର୍ଶ୍ୱ ଏପାଖେ ପାଞ୍ଚ ହାତ ଓ ସେପାଖେ ପାଞ୍ଚ ହାତ ଥିଲା; ଆଉ, ସେ ତହିଁର ଦୀର୍ଘତା ଚାଳିଶ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ମାପିଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପ୍ରବେଶ-ସ୍ଥାନର ପ୍ରସ୍ଥ ଦଶ ହାତ ଓ ସେହି ପ୍ରବେଶ-ସ୍ଥାନର ପାର୍ଶ୍ୱ ଏପାଖେ ପାଞ୍ଚ ହାତ ଓ ସେପାଖେ ପାଞ୍ଚ ହାତ ଥିଲା; ଆଉ, ସେ ତହିଁର ଦୀର୍ଘତା ଚାଳିଶ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ମାପିଲେ।