Ezekiel 41:20 — Compare Translations
5 translations compared side by side
Odia - 1840
"ଭୂମିଠାରୁ ଦ୍ବାରର ଉପରଭାଗ ପର୍ୟ୍ଯନ୍ତ କିରୂବଦୂତ ଓ ଖଜୁର୍ର ବୃକ୍ଷର କାରୁକାର୍ୟ୍ଯ ହାଇେଥିଲା। ଏହିରୂପେ ମନ୍ଦିରର କାନ୍ଥଗୁଡ଼ିକ ଶିଳ୍ପିତ ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭୂମିଠାରୁ ଦ୍ଵାରର ଉପରଭାଗ ପର୍ଯ୍ୟନ୍ତ କିରୂବ ଓ ଖର୍ଜ୍ଜୁର ବୃକ୍ଷ ଶିଳ୍ପିତ ହୋଇଥିଲା; ଏହି ପ୍ରକାରେ ମନ୍ଦିରର କାନ୍ଥ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଭୂମିଠାରୁ ଦ୍ୱାରର ଉପରଭାଗ ପର୍ଯ୍ୟନ୍ତ କିରୂବଦୂତ ଓ ଖର୍ଜ୍ଜୁର ବୃକ୍ଷର କାରୁକାର୍ଯ୍ୟ ହୋଇଥିଲା। ଏହିରୂପେ ମନ୍ଦିରର କାନ୍ଥଗୁଡ଼ିକ ଶିଳ୍ପିତ ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭୂମିଠାରୁ ଦ୍ୱାରର ଉପରଭାଗ ପର୍ଯ୍ୟନ୍ତ କିରୂବ ଓ ଖର୍ଜ୍ଜୁର ବୃକ୍ଷ ଶିଳ୍ପିତ ହୋଇଥିଲା; ଏହି ପ୍ରକାରେ ମନ୍ଦିରର କାନ୍ଥ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଭୂମିଠାରୁ ଦ୍ୱାରର ଉପରଭାଗ ପର୍ଯ୍ୟନ୍ତ କିରୂବ ଓ ଖର୍ଜ୍ଜୁର ବୃକ୍ଷ ଶିଳ୍ପିତ ହୋଇଥିଲା; ଏହି ପ୍ରକାରେ ମନ୍ଦିରର କାନ୍ଥ ଥିଲା।