Ezekiel 41:21 — Compare Translations

5 translations compared side by side

Odia - 1840
"ପବିତ୍ରସ୍ଥାନର କାନ୍ଥଗୁଡ଼ିକ ବର୍ଗାକାର ଥିଲା। ମହାପବିତ୍ର ସ୍ଥାନର ସମ୍ମୁଖ ରେ କାଠ ରେ ନିର୍ମିତ ବଦେୀ ପରି ଦଖାଯାେଉଥିବା କିଛି ଗୋଟିଏ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମନ୍ଦିରର ଦ୍ଵାରବନ୍ଧସବୁ ଚତୁଷ୍କୋଣାକାର ଓ ପବିତ୍ର ସ୍ଥାନର ସମ୍ମୁଖ ଦେଶର ଆକୃତି ମନ୍ଦିରର ଆକୃତି ତୁଲ୍ୟ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ର ସ୍ଥାନର କାନ୍ଥଗୁଡ଼ିକ ବର୍ଗାକାର ଥିଲା। ମହାପବିତ୍ର ସ୍ଥାନର ସମ୍ମୁଖରେ କାଠରେ ନିର୍ମିତ ବେଦି ପରି ଦେଖାଯାଉଥିବା କିଛି ଗୋଟିଏ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମନ୍ଦିରର ଦ୍ୱାରବନ୍ଧସବୁ ଚତୁଷ୍କୋଣାକାର ଓ ପବିତ୍ର ସ୍ଥାନର ସମ୍ମୁଖ ଦେଶର ଆକୃତି ମନ୍ଦିରର ଆକୃତି ତୁଲ୍ୟ ଥିଲା।
Odia IRV 2017 (ଓଡିଆ ବାଇବେଲ)
ମନ୍ଦିରର ଦ୍ୱାରବନ୍ଧସବୁ ଚତୁଷ୍କୋଣାକାର ଓ ପବିତ୍ର ସ୍ଥାନର ସମ୍ମୁଖ ଦେଶର ଆକୃତି ମନ୍ଦିରର ଆକୃତି ତୁଲ୍ୟ ଥିଲା।