Ezekiel 41:22 — Compare Translations
5 translations compared side by side
Odia - 1840
"ୟଜ୍ଞବଦେୀ କାଷ୍ଠ ନିର୍ମିତ ତିନିହାତ ଉଚ୍ଚ ଥିଲା ଓ ତାହାର ର୍ଦୈଘ୍ଯ ଦୁଇହାତ ଥିଲା। ଆଉ ତାହାର କଣସବୁ ତହିଁର ର୍ଦୈଘ୍ଯ। ତହିଁର ଚାରିପାଖ କାଷ୍ଠମଯ ଥିଲା। ପୁଣି ସେ ଆମ୍ଭକୁ କହିଲେ, ସଦାପ୍ରଭୁଙ୍କ ସମ୍ମୁଖସ୍ଥ ମଜେ ଏହି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ବେଦି କାଷ୍ଠନିର୍ମିତ ତିନି ହାତ ଉଚ୍ଚ ଓ ତହିଁର ଦୀର୍ଘତା ଦୁଇ ହାତ ଥିଲା; ଆଉ, ତହିଁର କୋଣସବୁ ତହିଁର ଦୀର୍ଘତା ଓ ତହିଁର ଚାରିପାଖ କାଷ୍ଠମୟ ଥିଲାନ୍ତ ପୁଣି, ସେ ଆମ୍ଭକୁ କହିଲେ, ସଦାପ୍ରଭୁଙ୍କର ସମ୍ମୁଖସ୍ଥ ମେଜ ଏହି ।
Odia Bible ERV 2004 (ପବିତ୍ର ବାଇବଲ)
ଯଜ୍ଞବେଦି କାଷ୍ଠ ନିର୍ମିତ ତିନି ହାତ ଉଚ୍ଚ ଥିଲା ଓ ତାହାର ଦୈର୍ଘ୍ୟ ଦୁଇ ହାତ ଥିଲା। ଆଉ ତାହାର କୋଣସବୁ ତହିଁର ଦୈର୍ଘ୍ୟ। ତହିଁର ଗ୍ଭରିପାଖ କାଷ୍ଠମୟ ଥିଲା। ପୁଣି ସେ ଆମ୍ଭକୁ କହିଲେ, “ସଦାପ୍ରଭୁଙ୍କ ସମ୍ମୁଖସ୍ଥ ମେଜ ଏହି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ବେଦି କାଷ୍ଠନିର୍ମିତ ତିନି ହାତ ଉଚ୍ଚ ଓ ତହିଁର ଦୀର୍ଘତା ଦୁଇ ହାତ ଥିଲା; ଆଉ, ତହିଁର କୋଣସବୁ ତହିଁର ଦୀର୍ଘତା ଓ ତହିଁର ଚାରିପାଖ କାଷ୍ଠମୟ ଥିଲା; ପୁଣି, ସେ ଆମ୍ଭକୁ କହିଲେ, “ସଦାପ୍ରଭୁଙ୍କର ସମ୍ମୁଖସ୍ଥ ମେଜ ଏହି।”
Odia IRV 2017 (ଓଡିଆ ବାଇବେଲ)
ବେଦି କାଷ୍ଠନିର୍ମିତ ତିନି ହାତ ଉଚ୍ଚ ଓ ତହିଁର ଦୀର୍ଘତା ଦୁଇ ହାତ ଥିଲା; ଆଉ, ତହିଁର କୋଣସବୁ ତହିଁର ଦୀର୍ଘତା ଓ ତହିଁର ଚାରିପାଖ କାଷ୍ଠମୟ ଥିଲା; ପୁଣି, ସେ ଆମ୍ଭକୁ କହିଲେ, “ସଦାପ୍ରଭୁଙ୍କର ସମ୍ମୁଖସ୍ଥ ମେଜ ଏହି।”