Ezekiel 41:24 — Compare Translations

5 translations compared side by side

Odia - 1840
"ପ୍ରେତ୍ୟକକ କବାଟରେ ଦୁଇଟି ପଟା ଥିଲା। ପ୍ରେତ୍ୟକକ କବାଟ ଦୁଇଟି କବ୍ଜା ବିଶିଷ୍ଟ ପଟା ରେ ତିଆରି ହାଇେଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ଏକ ଏକ କବାଟର ଦୁଇ ଦୁଇ ପଟ, ଦୁଇ ଦୁଇ ଘୂରିବା ପଟ ଥିଲା, ଅର୍ଥାତ୍, ଏକ ଦ୍ଵାରର ଦୁଇ ପଟ ଓ ଅନ୍ୟ ଦ୍ଵାରର ଦୁଇ ପଟ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପ୍ରତ୍ୟେକ କବାଟରେ ଦୁଇଟି ପଟା ଥିଲା। ପ୍ରତ୍ୟେକ କବାଟ ଦୁଇଟି କ‌ବ୍‌ଜା ବିଶିଷ୍ଟ ପଟାରେ ତିଆରି ହୋଇଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ଏକ ଏକ କବାଟର ଦୁଇ ଦୁଇ ପଟ, ଦୁଇ ଦୁଇ ଘୂରିବା ପଟ ଥିଲା, ଅର୍ଥାତ୍‍, ଏକ ଦ୍ୱାରର ଦୁଇ ପଟ ଓ ଅନ୍ୟ ଦ୍ୱାରର ଦୁଇ ପଟ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ଏକ ଏକ କବାଟର ଦୁଇ ଦୁଇ ପଟ, ଦୁଇ ଦୁଇ ଘୂରିବା ପଟ ଥିଲା, ଅର୍ଥାତ୍‍, ଏକ ଦ୍ୱାରର ଦୁଇ ପଟ ଓ ଅନ୍ୟ ଦ୍ୱାରର ଦୁଇ ପଟ ଥିଲା।