Ezekiel 41:25 — Compare Translations

5 translations compared side by side

Odia - 1840
"ପୁଣି କାନ୍ଥ ରେ ଯେପରି କିରୂବଦୂତଗଣର ଓ ଖଜୁର୍ର ବୃକ୍ଷର କାରୁକାର୍ୟ୍ଯ ହାଇେଥିଲା ସହେିପରି ମନ୍ଦିର କବାଟରେ ମଧ୍ଯ ହାଇେଥିଲା। ବାହାର ବାରଣ୍ଡାର ଅଗ୍ର ଭାଗ ରେ ମାଟେ କଡ଼ିକାଠର ଛାତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେସବୁରେ, ଅର୍ଥାତ୍, ମନ୍ଦିର କବାଟରେ କାନ୍ଥରେ ଯେପରି, ସେହିପରି କିରୂବଗଣ ଓ ଖର୍ଜ୍ଜୁର ବୃକ୍ଷ ଶିଳ୍ପିତ ଥିଲା; ଆଉ, ବାହାର ବରଣ୍ତାର ଅଗ୍ରଭାଗରେ ମୋଟ କଡ଼ିକାଠ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି କାନ୍ଥରେ ଯେପରି କିରୂବଦୂତଗଣର ଓ ଖର୍ଜ୍ଜୁର ବୃକ୍ଷର କାରୁକାର୍ଯ୍ୟ ହୋଇଥିଲା ସେହିପରି ମନ୍ଦିର କବାଟରେ ମଧ୍ୟ ହୋଇଥିଲା। ବାହାର ବାରଣ୍ଡାର ଅଗ୍ର ଭାଗରେ ମୋଟ କଡ଼ିକାଠର ଛାତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ସବୁରେ, ଅର୍ଥାତ୍‍, ମନ୍ଦିର କବାଟରେ କାନ୍ଥରେ ଯେପରି, ସେହିପରି କିରୂବଗଣ ଓ ଖର୍ଜ୍ଜୁର ବୃକ୍ଷ ଶିଳ୍ପିତ ଥିଲା; ଆଉ, ବାହାର ବାରଣ୍ଡାର ଅଗ୍ରଭାଗରେ ମୋଟ କଡ଼ିକାଠ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ସବୁରେ, ଅର୍ଥାତ୍‍, ମନ୍ଦିର କବାଟରେ କାନ୍ଥରେ ଯେପରି, ସେହିପରି କିରୂବଗଣ ଓ ଖର୍ଜ୍ଜୁର ବୃକ୍ଷ ଶିଳ୍ପିତ ଥିଲା; ଆଉ, ବାହାର ବାରଣ୍ଡାର ଅଗ୍ରଭାଗରେ ମୋଟ କଡ଼ିକାଠ ଥିଲା।