Ezekiel 41:26 — Compare Translations

5 translations compared side by side

Odia - 1840
"ବାରଣ୍ଡାର ପାଶର୍‌ବ ରେ ଏ ପାଖ ରେ ଓ ସେ ପାଖ ରେ ବନ୍ଦ ଜଳାକବାଟି ଓ ଖଜୁର୍ର ବୃକ୍ଷର ଆକୃତି ଥିଲା। ଆଉ ମନ୍ଦିରସ୍ଥ ପାଶର୍‌ବ କଠାେରୀ ଓ ମାଟେ କଡ଼ିକାଠସବୁ ଏହି ପ୍ରକାର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ବରଣ୍ତାର ପାର୍ଶ୍ଵରେ ଏପାଖରେ ଓ ସେପାଖରେ ବନ୍ଦ ଜଳାକବାଟି ଓ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା, ଗୃହର ପାର୍ଶ୍ଵସ୍ଥ କୋଠରି ଓ ମୋଟ କଡ଼ିକାଠସବୁ ଏହି ପ୍ରକାର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ବାରଣ୍ଡାର ପାର୍ଶ୍ୱରେ ଏ ପାଖରେ ଓ ସେ ପାଖରେ ବନ୍ଦ ଜଳାକବାଟି ଓ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା। ଆଉ ମନ୍ଦିରସ୍ଥ ପାର୍ଶ୍ୱ କୋଠରୀ ଓ ମୋଟ କଡ଼ିକାଠସବୁ ଏହି ପ୍ରକାର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ବାରଣ୍ଡାର ପାର୍ଶ୍ୱରେ ଏପାଖରେ ଓ ସେପାଖରେ ବନ୍ଦ ଜଳାକବାଟି ଓ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା, ଗୃହର ପାର୍ଶ୍ୱସ୍ଥ କୋଠରି ଓ ମୋଟ କଡ଼ିକାଠସବୁ ଏହି ପ୍ରକାର ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ବାରଣ୍ଡାର ପାର୍ଶ୍ୱରେ ଏପାଖରେ ଓ ସେପାଖରେ ବନ୍ଦ ଜଳାକବାଟି ଓ ଖର୍ଜ୍ଜୁର ବୃକ୍ଷର ଆକୃତି ଥିଲା, ଗୃହର ପାର୍ଶ୍ୱସ୍ଥ କୋଠରି ଓ ମୋଟ କଡ଼ିକାଠସବୁ ଏହି ପ୍ରକାର ଥିଲା।