Ezekiel 41:3 — Compare Translations
5 translations compared side by side
Odia - 1840
"ତା'ପ ରେ ସେ ଶଷେ କଠାେରୀ ରେ ପ୍ରବେଶ କଲେ। ସେ ଉଭୟ ପାଶର୍ବର କବାଟ ପାଖର କାନ୍ଥଗୁଡ଼ିକୁ ମାପିଲେ। ପ୍ରେତ୍ୟକକ ପାଖ ଦୁଇ ଇଞ୍ଚ ମାଟୋ ଏବଂ ସାତ ହାତ ପ୍ରସ୍ଥ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତେବେ ସେ ଭିତରକୁ ଯାଇ ପ୍ରବେଶ-ସ୍ଥାନର ଉପସ୍ତମ୍ଭ, ପ୍ରତ୍ୟେକ ଦୁଇ ହାତ ଲେଖାଏଁ ଓ ପ୍ରବେଶ-ସ୍ଥାନ ଛଅ ହାତ; ଆଉ, ପ୍ରବେଶ-ସ୍ଥାନର ପ୍ରସ୍ଥ ସାତ ହାତ ମାପିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ମନ୍ଦିରର ମହାପବିତ୍ର ସ୍ଥାନ ତା’ପରେ ସେ ଶେଷ କୋଠରୀରେ ପ୍ରବେଶ କଲେ। ସେ ଉଭୟ ପାର୍ଶ୍ୱର କବାଟ ପାଖର କାନ୍ଥଗୁଡ଼ିକୁ ମାପିଲେ। ପ୍ରତ୍ୟେକ ପାଖ ଦୁଇ ଇଞ୍ଚ ମୋଟା ଏବଂ ସାତ ହାତ ପ୍ରସ୍ଥ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତେବେ ସେ ଭିତରକୁ ଯାଇ ପ୍ରବେଶ ସ୍ଥାନର ଉପସ୍ତମ୍ଭ, ପ୍ରତ୍ୟେକ ଦୁଇ ହାତ ଲେଖାଏଁ ଓ ପ୍ରବେଶ ସ୍ଥାନ ଛଅ ହାତ; ଆଉ, ପ୍ରବେଶ ସ୍ଥାନର ପ୍ରସ୍ଥ ସାତ ହାତ ମାପିଲେ।
Odia IRV 2017 (ଓଡିଆ ବାଇବେଲ)
ତେବେ ସେ ଭିତରକୁ ଯାଇ ପ୍ରବେଶ-ସ୍ଥାନର ଉପସ୍ତମ୍ଭ, ପ୍ରତ୍ୟେକ ଦୁଇ ହାତ ଲେଖାଏଁ ଓ ପ୍ରବେଶ-ସ୍ଥାନ ଛଅ ହାତ; ଆଉ, ପ୍ରବେଶ-ସ୍ଥାନର ପ୍ରସ୍ଥ ସାତ ହାତ ମାପିଲେ।