Ezekiel 41:4 — Compare Translations

5 translations compared side by side

Odia - 1840
"ତା'ପ ରେ ସେ ତା'ର ର୍ଦୈଘ୍ଯ ମାପିଲେ। ଏହାର ର୍ଦୈଘ୍ଯ କୋଡ଼ିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଥିଲା। ଆଉ ସେ ଲୋକଟି ମାେତେ କହିଲା, ଏହା ମହାପବିତ୍ର ସ୍ଥାନ ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେ ତହିଁର ଦୀର୍ଘତା କୋଡ଼ିଏ ହାତ ଓ ମନ୍ଦିର ସମ୍ମୁଖରେ ତହିଁର ପ୍ରସ୍ଥ କୋଡ଼ିଏ ହାତ ମାପିଲେନ୍ତ ଆଉ, ସେ ମୋତେ କହିଲେ, ଏହା ମହାପବିତ୍ର ସ୍ଥାନ ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେ ତା’ର ଦୈର୍ଘ୍ୟ ମାପିଲେ। ଏହାର ଦୈର୍ଘ୍ୟ କୋଡ଼ିଏ ହାତ ଓ ପ୍ରସ୍ଥ କୋଡ଼ିଏ ହାତ ଥିଲା। ଆଉ ସେ ଲୋକଟି ମୋତେ କହିଲା, “ଏହା ମହାପବିତ୍ର ସ୍ଥାନ ଅଟେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ତହିଁର ଦୀର୍ଘତା କୋଡ଼ିଏ ହାତ ଓ ମନ୍ଦିର ସମ୍ମୁଖରେ ତହିଁର ପ୍ରସ୍ଥ କୋଡ଼ିଏ ହାତ ମାପିଲେ; ଆଉ, ସେ ମୋତେ କହିଲେ, “ଏହା ମହାପବିତ୍ର ସ୍ଥାନ ଅଟେ।”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେ ତହିଁର ଦୀର୍ଘତା କୋଡ଼ିଏ ହାତ ଓ ମନ୍ଦିର ସମ୍ମୁଖରେ ତହିଁର ପ୍ରସ୍ଥ କୋଡ଼ିଏ ହାତ ମାପିଲେ; ଆଉ, ସେ ମୋତେ କହିଲେ, “ଏହା ମହାପବିତ୍ର ସ୍ଥାନ ଅଟେ।”