Ezekiel 41:5 — Compare Translations

5 translations compared side by side

Odia - 1840
"ତା'ପ ରେ ସେ ମନ୍ଦିରର କାନ୍ଥ ମାପିଲେ। ଏହା ଛଅ ହାତ ଓସାର ଥିଲା ଓ ମନ୍ଦିରର ଚତୁର୍ଦ୍ଦିଗସ୍ଥିତ କଠାେରୀଗୁଡ଼ିକ ଥିଲା ଏବଂ ସଗେୁଡ଼ିକର ପ୍ରସ୍ଥ ଚାରି ହାତ ଲଖାଏଁେ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ଗୃହର କାନ୍ଥ ଛଅ ହାତ ଓ ଗୃହର ଚତୁର୍ଦ୍ଦିଗସ୍ଥିତ ପାର୍ଶ୍ଵସ୍ଥ ପ୍ରତ୍ୟେକ କୋଠରିର ପ୍ରସ୍ଥ ଚାରି ହାତ ଲେଖାଏଁ ମାପିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆବାସମନ୍ଦିରର ଅନ୍ୟସବୁ କୋଠରୀ ତା’ପରେ ସେ ମନ୍ଦିରର କାନ୍ଥ ମାପିଲେ। ଏହା ଛଅ ହାତ ଓସାର ଥିଲା ଓ ମନ୍ଦିରର ଚତୁର୍ଦ୍ଦିଗସ୍ଥିତ କୋଠରୀଗୁଡ଼ିକ ଥିଲା ଏବଂ ସେଗୁଡ଼ିକର ପ୍ରସ୍ଥ ଗ୍ଭରି ହାତ ଲେଖାଏଁ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ଗୃହର କାନ୍ଥ ଛଅ ହାତ ଓ ଗୃହର ଚତୁର୍ଦ୍ଦିଗସ୍ଥିତ ପାର୍ଶ୍ୱସ୍ଥ ପ୍ରତ୍ୟେକ କୋଠରିର ପ୍ରସ୍ଥ ଚାରି ହାତ ଲେଖାଏଁ ମାପିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ଗୃହର କାନ୍ଥ ଛଅ ହାତ ଓ ଗୃହର ଚତୁର୍ଦ୍ଦିଗସ୍ଥିତ ପାର୍ଶ୍ୱସ୍ଥ ପ୍ରତ୍ୟେକ କୋଠରିର ପ୍ରସ୍ଥ ଚାରି ହାତ ଲେଖାଏଁ ମାପିଲେ।