Ezekiel 41:6 — Compare Translations

5 translations compared side by side

Odia - 1840
"ପାଶର୍‌ବସ୍ଥ କଠାେରୀଗୁଡ଼ିକ ତିନି ମହଲା ପୃଥକ୍ ଭାବରେ ଥିଲା ଓ ଗୋଟିଏ ଉପ ରେ ଆଉ ଗୋଟିଏ ମହଲା ଥିଲା। ପ୍ରେତ୍ୟକକ ମହଲା ରେ ତିରିଶଟି କଠାେରୀ ଥିଲା। କାନ୍ଥଟି ଥାକ ହାଇେ ନିର୍ମିତ ହାଇେଥିଲା। ପାଶର୍‌ବ କଠାେରୀଗୁଡ଼ିକ ଥାକରେ ନିର୍ମିତ ହାଇେଥିଲା। କଠାେରୀଗୁଡ଼ିକର ଭାର ମନ୍ଦିର କାନ୍ଥ ରେ ରହିବା ପରିବର୍ତେ ତାହା ସଗେୁଡ଼ିକ ଉପ ରେ ନ୍ଯସ୍ତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଏକ ମହଲା ଉପରେ ଅନ୍ୟ ମହଲା, ଏହିରୂପେ ପାର୍ଶ୍ଵସ୍ଥ କୋଠରିସକଳ ତିନି ମହଲା ଓ ଏକ ଏକ ଶ୍ରେଣୀରେ ତିରିଶ କୋଠରି ଥିଲା; ଆଉ, ପାର୍ଶ୍ଵସ୍ଥ କୋଠରିସକଳ ନିମନ୍ତେ ଗୃହର ଚାରିଆଡ଼େ ଭିତ୍ତି ଥିଲା; କୋଠରିସକଳ ତହିଁ ଉପରେ ନିର୍ଭର କଲା, ଗୃହର କାନ୍ଥ ଉପରେ ନିର୍ଭର କଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ପାର୍ଶ୍ୱସ୍ଥ କୋଠରୀଗୁଡ଼ିକ ତିନି ମହଲା ପୃଥକ ଭାବରେ ଥିଲା ଓ ଗୋଟିଏ ଉପରେ ଆଉ ଗୋଟିଏ ମହଲା ଥିଲା। ପ୍ରତ୍ୟେକ ମହଲାରେ ତିରି‌‌ଶ୍‌‌ଟି କୋଠରୀ ଥିଲା। କାନ୍ଥଟି ଥାକ ହୋଇ ନିର୍ମିତ ହୋଇଥିଲା। ପାର୍ଶ୍ୱ କୋଠରୀଗୁଡ଼ିକ ଥାକରେ ନିର୍ମିତ ହୋଇଥିଲା। କୋଠରୀଗୁଡ଼ିକର ଭାର ମନ୍ଦିର କାନ୍ଥରେ ରହିବା ପରିବର୍ତ୍ତେ ତାହା ସେଗୁଡ଼ିକ ଉପରେ ନ୍ୟସ୍ତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଏକ ମହଲା ଉପରେ ଅନ୍ୟ ମହଲା, ଏହିରୂପେ ପାର୍ଶ୍ୱସ୍ଥ କୋଠରି ସକଳ ତିନି ମହଲା ଓ ଏକ ଏକ ଶ୍ରେଣୀରେ ତିରିଶ କୋଠରି ଥିଲା; ଆଉ, ପାର୍ଶ୍ୱସ୍ଥ କୋଠରି ସକଳ ନିମନ୍ତେ ଗୃହର ଚାରିଆଡ଼େ ଭିତ୍ତି ଥିଲା; କୋଠରି ସକଳ ତହିଁ ଉପରେ ନିର୍ଭର କଲା, ଗୃହର କାନ୍ଥ ଉପରେ ନିର୍ଭର କଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)