Ezekiel 41:7 — Compare Translations
5 translations compared side by side
Odia - 1840
"ପୁଣି ପାଶର୍ବସ୍ଥ କଠାେରୀସବୁ ଉଚ୍ଚତା ରେ ମନ୍ଦିରକୁ ବେଷ୍ଟନ କରି ଅଧିକ ପ୍ରଶସ୍ତ ହେଲା। କାରଣ ମନ୍ଦିରର ବେଷ୍ଟନ ଚତୁର୍ଦ୍ଦିଗ ରେ କ୍ରମଶଃ ଅଧିକ ଉଚ୍ଚ ହେଲା। ଏଥିପାଇଁ ଉଚ୍ଚତାର ଅନୁକ୍ରମେ ମନ୍ଦିର ଆହୁରି ଆହୁରି ପ୍ରଶସ୍ତ ହେଲା। ଆଉ ନିମ୍ନତମ କଠାେରୀରୁ ଉଚ୍ଚତମ କଠାେରୀକୁ ୟିବାର ପଥ ମଧ୍ଯମ କୋଠରୀ ଦଇଗେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ପାର୍ଶ୍ଵସ୍ଥ କୋଠରିସକଳ ଉଚ୍ଚତାରେ ଗୃହକୁ ବେଷ୍ଟନ କରୁ କରୁ ଅଧିକ ଅଧିକ ପ୍ରଶସ୍ତ ହେଲା; କାରଣ ଗୃହର ବେଷ୍ଟନ ଚତୁର୍ଦ୍ଦିଗରେ କ୍ରମଶଃ ଅଧିକ ଉଚ୍ଚ ହେଲା; ଏଥିପାଇଁ ଉଚ୍ଚତାର ଅନୁକ୍ରମେ ଗୃହ ଆହୁରି ଆହୁରି ପ୍ରଶସ୍ତ ହେଲା ଓ ନିମ୍ନତମ କୋଠରିରୁ ଉଚ୍ଚତମ କୋଠରିକୁ ଯିବାର ପଥ ମଧ୍ୟମ କୋଠରି ଦେଇ ଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ପାର୍ଶ୍ୱସ୍ଥ କୋଠରୀସବୁ ଉଚ୍ଚତାରେ ମନ୍ଦିରକୁ ବେଷ୍ଟନ କରି ଅଧିକ ପ୍ରଶସ୍ତ ହେଲା। କାରଣ ମନ୍ଦିରର ବେଷ୍ଟନ ଚତୁର୍ଦ୍ଦିଗରେ କ୍ରମଶଃ ଅଧିକ ଉଚ୍ଚ ହେଲା। ଏଥିପାଇଁ ଉଚ୍ଚତାର ଅନୁକ୍ରମେ ମନ୍ଦିର ଆହୁରି ଆହୁରି ପ୍ରଶସ୍ତ ହେଲା। ଆଉ ନିମ୍ନତମ କୋଠରୀରୁ ଉଚ୍ଚତମ କୋଠରୀକୁ ଯିବାର ପଥ ମଧ୍ୟମ କୋଠରୀ ଦେଇଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପାର୍ଶ୍ୱସ୍ଥ କୋଠରି ସକଳ ଉଚ୍ଚତାରେ ଗୃହକୁ ବେଷ୍ଟନ କରୁ କରୁ ଅଧିକ ଅଧିକ ପ୍ରଶସ୍ତ ହେଲା; କାରଣ ଗୃହର ବେଷ୍ଟନ ଚତୁର୍ଦ୍ଦିଗରେ କ୍ରମଶଃ ଅଧିକ ଉଚ୍ଚ ହେଲା; ଏଥିପାଇଁ ଉଚ୍ଚତାର ଅନୁକ୍ରମେ ଗୃହ ଆହୁରି ଆହୁରି ପ୍ରଶସ୍ତ ହେଲା ଓ ନିମ୍ନତମ କୋଠରିରୁ ଉଚ୍ଚତମ କୋଠରିକୁ ଯିବାର ପଥ ମଧ୍ୟମ କୋଠରି ଦେଇ ଗଲା।
Odia IRV 2017 (ଓଡିଆ ବାଇବେଲ)