Ezekiel 41:8 — Compare Translations
5 translations compared side by side
Odia - 1840
"ମୁଁ ଦେଖିଲି ଯେ ମନ୍ଦିରର ଚତୁର୍ଦ୍ଦିଗ ରେ ଉଚ୍ଚୀକୃତ ମଜେିଆ ଥିଲା। ପାଶର୍ବସ୍ଥ କଠାେରୀଗୁଡ଼ିକର ମୂଳଭିତ୍ତି ଛଅହାତ ପରିମିତ ସମ୍ପୂର୍ଣ୍ଣ ଏକ ନଳ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି, ମୁଁ ଦେଖିଲି ଯେ, ଗୃହର ଚତୁର୍ଦ୍ଦିଗରେ ଉଚ୍ଚୀକୃତ ମେଜ୍ୟା ଥିଲା; ପାର୍ଶ୍ଵସ୍ଥ କୋଠରିସକଳର ଭିତ୍ତିମୂଳ ଛଅ ହାତ ପରିମିତ ସମ୍ପୂର୍ଣ୍ଣ ଏକ ନଳ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ମୁଁ ଦେଖିଲି ଯେ ମନ୍ଦିରର ଚତୁର୍ଦ୍ଦିଗରେ ଉଚ୍ଚୀକୃତ ମେଜିଆ ଥିଲା। ପାର୍ଶ୍ୱସ୍ଥ କୋଠରୀଗୁଡ଼ିକର ମୂଳଭିତ୍ତି ଛଅହାତ ପରିମିତ ସମ୍ପୂର୍ଣ୍ଣ ଏକ ନଳ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି, ମୁଁ ଦେଖିଲି ଯେ, ଗୃହର ଚତୁର୍ଦ୍ଦିଗରେ ଉଚ୍ଚୀକୃତ ଚଉତରା ଥିଲା; ପାର୍ଶ୍ୱସ୍ଥ କୋଠରିସକଳର ଭିତ୍ତିମୂଳ ଛଅ ହାତ ପରିମିତ ସମ୍ପୂର୍ଣ୍ଣ ଏକ ହାତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆହୁରି, ମୁଁ ଦେଖିଲି ଯେ, ଗୃହର ଚତୁର୍ଦ୍ଦିଗରେ ଉଚ୍ଚୀକୃତ ଚଉତରା ଥିଲା; ପାର୍ଶ୍ୱସ୍ଥ କୋଠରି ସକଳର ଭିତ୍ତିମୂଳ ଛଅ ହାତ ପରିମିତ ସମ୍ପୂର୍ଣ୍ଣ ଏକ ହାତ ଥିଲା।