Ezekiel 42:1 — Compare Translations

5 translations compared side by side

Odia - 1840
"ତା'ପ ରେ ସେ ମାେତେ ଉତ୍ତର ଦିଗସ୍ଥ ଦ୍ବାର ଦଇେ ବାହାର ପ୍ରାଙ୍ଗଣକୁ ଆଣିଲେ। ଆଉ ନିଷିଦ୍ଧାଞ୍ଚଳ ରେ ଓ ପ୍ରାସାଦର ସମ୍ମୁଖବର୍ତ୍ତୀ ଉତ୍ତର ଦିଗସ୍ଥ କଠାେରୀ ରେ ଉପସ୍ଥିତ କରାଇଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରୁ ସେ ମୋତେ ଉତ୍ତରଦିଗସ୍ଥ ପଥରେ ବାହାର ପ୍ରାଙ୍ଗଣକୁ ଆଣିଲେ; ଆଉ, ପୃଥକ ସ୍ଥାନର ଓ ଗାନ୍ଥୁନୀର ନିକଟବର୍ତ୍ତୀ ଉତ୍ତର-ଦିଗସ୍ଥ କୋଠରିରେ ଉପସ୍ଥିତ କରାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯାଜକମାନଙ୍କ କୋଠରୀ ତା’ପରେ ସେ ମୋତେ ଉତ୍ତର ଦିଗସ୍ଥ ଦ୍ୱାର ଦେଇ ବାହାର ପ୍ରାଙ୍ଗଣକୁ ଆଣିଲେ। ଆଉ ନିଷେଦ୍ଧାଞ୍ଚଳରେ ଓ ପ୍ରାସାଦର ସମ୍ମୁଖବର୍ତ୍ତୀ ଉତ୍ତର ଦିଗସ୍ଥ କୋଠରୀରେ ଉପସ୍ଥିତ କରାଇଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ସେ ମୋତେ ଉତ୍ତର ଦିଗସ୍ଥ ପଥରେ ବାହାର ପ୍ରାଙ୍ଗଣକୁ ଆଣିଲେ; ଆଉ, ପୃଥକ ସ୍ଥାନର ଓ ଗାନ୍ଥୁନୀର ନିକଟବର୍ତ୍ତୀ ଉତ୍ତର ଦିଗସ୍ଥ କୋଠରିରେ ଉପସ୍ଥିତ କରାଇଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରୁ ସେ ମୋତେ ଉତ୍ତରଦିଗସ୍ଥ ପଥରେ ବାହାର ପ୍ରାଙ୍ଗଣକୁ ଆଣିଲେ; ଆଉ, ପୃଥକ୍ ସ୍ଥାନର ଓ ଗାନ୍ଥୁନୀର ନିକଟବର୍ତ୍ତୀ ଉତ୍ତର-ଦିଗସ୍ଥ କୋଠରିରେ ଉପସ୍ଥିତ କରାଇଲେ।