Ezekiel 42:11 — Compare Translations
5 translations compared side by side
Odia - 1840
"ସଗେୁଡ଼ିକ ଉତ୍ତର ଦିଗସ୍ଥ କଠାେରୀଗୁଡ଼ିକର ପରି ଥିଲା। ସଗେୁଡ଼ିକର ର୍ଦୈଘ୍ଯ ପ୍ରସ୍ଥ ସମାନ ଥିଲା। ଆଉ ଏକା ପ୍ରକାରର ଦ୍ବାର ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ, ସେସବୁର ସମ୍ମୁଖବର୍ତ୍ତୀ ପଥ ଉତ୍ତର ଦିଗାଭିମୁଖ କୋଠରି-ସକଳର ପଥ ପରି ଥିଲା; ସେସବୁର ଦୀର୍ଘତା ପ୍ରମାଣରେ ପ୍ରସ୍ଥ ଥିଲା; ପୁଣି, ସେସବୁର ନିର୍ଗମନ ସ୍ଥାନାନୁସାରେ ଗଠନ ଓ ଦ୍ଵାର ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେଗୁଡ଼ିକ ଉତ୍ତର ଦିଗସ୍ଥ କୋଠରୀଗୁଡ଼ିକର ପରି ଥିଲା। ସେଗୁଡ଼ିକର ଦୈର୍ଘ୍ୟ ପ୍ରସ୍ଥ ସମାନ ଥିଲା। ଆଉ ଏକା ପ୍ରକାରର ଦ୍ୱାର ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ, ସେହି ସବୁର ସମ୍ମୁଖବର୍ତ୍ତୀ ପଥ ଉତ୍ତର ଦିଗାଭିମୁଖ କୋଠରିସକଳର ପଥ ପରି ଥିଲା; ସେହି ସବୁର ଦୀର୍ଘତା ପ୍ରମାଣରେ ପ୍ରସ୍ଥ ଥିଲା; ପୁଣି, ସେହି ସବୁର ନିର୍ଗମନ ସ୍ଥାନାନୁସାରେ ଗଠନ ଓ ଦ୍ୱାର ଥିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ, ସେହି ସବୁର ସମ୍ମୁଖବର୍ତ୍ତୀ ପଥ ଉତ୍ତର ଦିଗାଭିମୁଖ କୋଠରି-ସକଳର ପଥ ପରି ଥିଲା; ସେହି ସବୁର ଦୀର୍ଘତା ପ୍ରମାଣରେ ପ୍ରସ୍ଥ ଥିଲା; ପୁଣି, ସେହି ସବୁର ନିର୍ଗମନ ସ୍ଥାନାନୁସାରେ ଗଠନ ଓ ଦ୍ୱାର ଥିଲା।