Ezekiel 42:12 — Compare Translations

5 translations compared side by side

Odia - 1840
"ପୁଣି ଦକ୍ଷିଣ ଦିଗସ୍ଥିତ କଠାେରୀଗୁଡ଼ିକର ଦ୍ବାର ତୁଲ୍ଯ ପଥ ଶଷେ ରେ ଗୋଟିଏ ଦ୍ବାର ଥିଲା। ସହେି ପଥ କାନ୍ଥର ସମ୍ମୁଖ ରେ ଅର୍ଥାତ୍ ୟିବା ଲୋକର ପୂର୍ବ ଦିଗ ରେ ପଡ଼ିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଦକ୍ଷିଣ ଦିଗସ୍ଥିତ କୋଠରିସକଳର ଦ୍ଵାର ତୁଲ୍ୟ ପଥ ମୁଣ୍ତରେ ଗୋଟିଏ ଦ୍ଵାର ଥିଲା; ସେହି ପଥ କାନ୍ଥର ସମ୍ମୁଖରେ, ଅର୍ଥାତ୍, ସେସ୍ଥାନକୁ ଯିବା ଲୋକର ପୂର୍ବ ଦିଗରେ ପଡ଼ିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଦକ୍ଷିଣ ଦିଗସ୍ଥିତ କୋଠରୀଗୁଡ଼ିକର ଦ୍ୱାର ତୁଲ୍ୟ ପଥ ଶେଷରେ ଗୋଟିଏ ଦ୍ୱାର ଥିଲା। ସେହି ପଥ କାନ୍ଥର ସମ୍ମୁଖରେ ଅର୍ଥାତ୍ ଯିବା ଲୋକର ପୂର୍ବ ଦିଗରେ ପଡ଼ିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଦକ୍ଷିଣ ଦିଗସ୍ଥିତ କୋଠରିସକଳର ଦ୍ୱାର ତୁଲ୍ୟ ପଥ ମୁଣ୍ଡରେ ଗୋଟିଏ ଦ୍ୱାର ଥିଲା; ସେହି ପଥ କାନ୍ଥର ସମ୍ମୁଖରେ, ଅର୍ଥାତ୍‍, ସେହି ସ୍ଥାନକୁ ଯିବା ଲୋକର ପୂର୍ବ ଦିଗରେ ପଡ଼ିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଦକ୍ଷିଣ ଦିଗସ୍ଥିତ କୋଠରି ସକଳର ଦ୍ୱାର ତୁଲ୍ୟ ପଥ ମୁଣ୍ଡରେ ଗୋଟିଏ ଦ୍ୱାର ଥିଲା; ସେହି ପଥ କାନ୍ଥର ସମ୍ମୁଖରେ, ଅର୍ଥାତ୍‍, ସେହି ସ୍ଥାନକୁ ଯିବା ଲୋକର ପୂର୍ବ ଦିଗରେ ପଡ଼ିଲା।