Ezekiel 42:13 — Compare Translations

5 translations compared side by side

Odia - 1840
"ତହୁଁ ସେ ମାେତେ କହିଲେ, ପୃଥକ ସ୍ଥାନର ଉତ୍ତର ଓ ଦକ୍ଷିଣ ଦିଗ ରେ ଯେଉଁ କଠାେରୀଗୁଡ଼ିକ ଅଛି ସେସବୁ ପବିତ୍ର କଠାେରୀ। ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ଅଟନ୍ତି ସମାନେେ ସଠାେ ରେ ମହାପବିତ୍ର ଦ୍ରବ୍ଯସବୁ ଭୋଜନ କରିବେ। ଆଉ ସହେି ସ୍ଥାନ ରେ ସମାନେେ ମହାପବିତ୍ର ଦ୍ରବ୍ଯସବୁ ଓ ଭକ୍ଷ୍ଯ ନବୈେଦ୍ଯ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳିଦାନ ରଖିବେ। କାରଣ ସହେି ସ୍ଥାନ ଅତି ପବିତ୍ର ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେ ମୋତେ କହିଲେ, ପୃଥକ୍ ସ୍ଥାନର ଉତ୍ତର ଓ ଦକ୍ଷିଣ ଦିଗରେ ଯେଉଁ କୋଠରିମାନ ଅଛି, ସେସବୁ ପବିତ୍ର କୋଠରି, ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ଅଟନ୍ତି, ସେମାନେ ସେଠାରେ ମହାପବିତ୍ର ଦ୍ରବ୍ୟସକଳ ଭୋଜନ କରିବେ; ସେହି ସ୍ଥାନରେ ସେମାନେ ମହାପବିତ୍ର ଦ୍ରବ୍ୟସକଳ ଓ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ରଖିବେ; କାରଣ ସେହି ସ୍ଥାନ ପବିତ୍ର ଅଟେ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସେ ମୋତେ କହିଲେ, “ପୃଥକ ସ୍ଥାନର ଉତ୍ତର ଓ ଦକ୍ଷିଣ ଦିଗରେ ଯେଉଁ କୋଠରୀଗୁଡ଼ିକ ଅଛି ସେସବୁ ପବିତ୍ର କୋଠରୀ। ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ଅଟନ୍ତି ସେମାନେ ସେଠାରେ ମହାପବିତ୍ର ଦ୍ରବ୍ୟସବୁ ଭୋଜନ କରିବେ। ଆଉ ସେହି ସ୍ଥାନରେ ସେମାନେ ମହାପବିତ୍ର ଦ୍ରବ୍ୟସବୁ ଓ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳିଦାନ ରଖିବେ। କାରଣ ସେହି ସ୍ଥାନ ଅତି ପବିତ୍ର ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେ ମୋତେ କହିଲେ, “ପୃଥକ ସ୍ଥାନର ଉତ୍ତର ଓ ଦକ୍ଷିଣ ଦିଗରେ ଯେଉଁ କୋଠରିମାନ ଅଛି, ସେହି ସବୁ ପବିତ୍ର କୋଠରି, ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ଅଟନ୍ତି, ସେମାନେ ସେଠାରେ ମହାପବିତ୍ର ଦ୍ରବ୍ୟସକଳ ଭୋଜନ କରିବେ; ସେହି ସ୍ଥାନରେ ସେମାନେ ମହାପବିତ୍ର ଦ୍ରବ୍ୟସକଳ ଓ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ରଖିବେ; କାରଣ ସେହି ସ୍ଥାନ ପବିତ୍ର ଅଟେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେ ମୋତେ କହିଲେ, “ପୃଥକ୍ ସ୍ଥାନର ଉତ୍ତର ଓ ଦକ୍ଷିଣ ଦିଗରେ ଯେଉଁ କୋଠରିମାନ ଅଛି, ସେହି ସବୁ ପବିତ୍ର କୋଠରି, ଯେଉଁ ଯାଜକମାନେ ସଦାପ୍ରଭୁଙ୍କର ନିକଟବର୍ତ୍ତୀ ଅଟନ୍ତି, ସେମାନେ ସେଠାରେ ମହାପବିତ୍ର ଦ୍ରବ୍ୟସକଳ ଭୋଜନ କରିବେ; ସେହି ସ୍ଥାନରେ ସେମାନେ ମହାପବିତ୍ର ଦ୍ରବ୍ୟସକଳ ଓ ଭକ୍ଷ୍ୟ ନୈବେଦ୍ୟ, ପାପାର୍ଥକ ବଳି ଓ ଦୋଷାର୍ଥକ ବଳି ରଖିବେ; କାରଣ ସେହି ସ୍ଥାନ ପବିତ୍ର ଅଟେ।