Ezekiel 42:14 — Compare Translations

5 translations compared side by side

Odia - 1840
"ଯେତବେେଳେ ଯାଜକମାନେ ପବିତ୍ର ଅଞ୍ଚଳ ରେ ପ୍ରବେଶ କରନ୍ତି, ସେ ସମୟରେ ସମାନେେ ସହେି ପବିତ୍ର ସ୍ଥାନରୁ ବାହାରି ବାହାର ପ୍ରାଙ୍ଗଣକୁ ଯିବେ ନାହିଁ। ଯେଉଁ ଯେଉଁ ବସ୍ତ୍ର ପିନ୍ଧି ସମାନେେ ପରିଚର୍ୟ୍ଯା କରନ୍ତି ତାହାସବୁ ସଠାେ ରେ ନ ରଖିବା ପର୍ୟ୍ଯନ୍ତ ସେସବୁ ପବିତ୍ର। ଆଉ ସମାନେେ ଅନ୍ୟ ବସ୍ତ୍ର ପିନ୍ଧି ଲୋକମାନଙ୍କ ନିକଟକୁ ଯିବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଯେଉଁ ସମୟରେ ଯାଜକମାନେ ତହିଁ ମଧ୍ୟରେ ପ୍ରବେଶ କରନ୍ତି, ସେସମୟରେ ସେମାନେ ସେହି ପବିତ୍ର ସ୍ଥାନରୁ ବାହାରି ବାହାର ପ୍ରାଙ୍ଗଣକୁ ଯିବେ ନାହିଁ, ମାତ୍ର ଯେଉଁ ଯେଉଁ ବସ୍ତ୍ର ପିନ୍ଧି ସେମାନେ ପରିଚର୍ଯ୍ୟା କରନ୍ତି, ତାହାସବୁ ସେଠାରେ ରଖିବେ; କାରଣ ସେସବୁ ପବିତ୍ର; ଆଉ, ସେମାନେ ଅନ୍ୟ ବସ୍ତ୍ର ପିନ୍ଧିବେ, ତହିଁ ଉତ୍ତାରେ ଲୋକମାନଙ୍କ ସ୍ଥାନର ନିକଟକୁ ଯିବେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଯାଜକମାନେ ପବିତ୍ର ଅଞ୍ଚଳରେ ପ୍ରବେଶ କରନ୍ତି, ସେ ସମୟରେ ସେମାନେ ସେହି ପବିତ୍ର ସ୍ଥାନରୁ ବାହାରି ବାହାର ପ୍ରାଙ୍ଗଣକୁ ଯିବେ ନାହିଁ। ଯେଉଁ ଯେଉଁ ବସ୍ତ୍ର ପିନ୍ଧି ସେମାନେ ପରିଚର୍ଯ୍ୟା କରନ୍ତି ତାହା ସବୁ ସେଠାରେ ନ ରଖିବା ପର୍ଯ୍ୟନ୍ତ ସେସବୁ ପବିତ୍ର। ଆଉ ସେମାନେ ଅନ୍ୟ ବସ୍ତ୍ର ପିନ୍ଧି ଲୋକମାନଙ୍କ ନିକଟକୁ ଯିବେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଯେଉଁ ସମୟରେ ଯାଜକମାନେ ତହିଁ ମଧ୍ୟରେ ପ୍ରବେଶ କରନ୍ତି, ସେହି ସମୟରେ ସେମାନେ ସେହି ପବିତ୍ର ସ୍ଥାନରୁ ବାହାରି ବାହାର ପ୍ରାଙ୍ଗଣକୁ ଯିବେ ନାହିଁ, ମାତ୍ର ଯେଉଁ ଯେଉଁ ବସ୍ତ୍ର ପିନ୍ଧି ସେମାନେ ପରିଚର୍ଯ୍ୟା କରନ୍ତି, ତାହାସବୁ ସେଠାରେ ରଖିବେ; କାରଣ ସେହି ସବୁ ପବିତ୍ର; ଆଉ, ସେମାନେ ଅନ୍ୟ ବସ୍ତ୍ର ପିନ୍ଧିବେ, ତହିଁ ଉତ୍ତାରେ ଲୋକମାନଙ୍କ ସ୍ଥାନର ନିକଟକୁ ଯିବେ।”
Odia IRV 2017 (ଓଡିଆ ବାଇବେଲ)