Ezekiel 42:16 — Compare Translations
5 translations compared side by side
Odia - 1840
"ସେ ପରିମାପକ ନଳଦ୍ବାରା ପୂର୍ବପାଶର୍ବ ମାପିଲେ। ଏହା ର୍ଦୈଘ୍ଯ 500 ହାତ ହେଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ପରିମାପକ ନଳ ଦ୍ଵାର ପୂର୍ବ ପାର୍ଶ୍ଵ ମାପିଲେ, ପରିମାପକ ନଳରେ ଚତୁର୍ଦ୍ଦିଗ ପାଞ୍ଚଶହ ନଳ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ପରିମାପକ ନଳଦ୍ୱାରା ପୂର୍ବପାର୍ଶ୍ୱ ମାପିଲେ। ଏହା ଦୈର୍ଘ୍ୟ 500 ହାତ ହେଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ପରିମାପକ ଦଣ୍ଡ ଦ୍ୱାର ପୂର୍ବ ପାର୍ଶ୍ୱ ମାପିଲେ, ପରିମାପକ ଦଣ୍ଡରେ ଚତୁର୍ଦ୍ଦିଗ ପାଞ୍ଚ ଶହ ଦଣ୍ଡ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେ ପରିମାପକ ଦଣ୍ଡ ଦ୍ୱାର ପୂର୍ବ ପାର୍ଶ୍ୱ ମାପିଲେ, ପରିମାପକ ଦଣ୍ଡରେ ଚତୁର୍ଦ୍ଦିଗ ପାଞ୍ଚଶହ ଦଣ୍ଡ ହେଲା।