Ezekiel 42:2 — Compare Translations

5 translations compared side by side

Odia - 1840
"ଏହି ମନ୍ଦିରର ର୍ଦୈଘ୍ଯ 100 ହାତ ଓ ପ୍ରସ୍ଥ ପଚାଶ ହାତ ଥିଲା। ଲୋକମାନେ ଅଗଣାରୁ ଉତ୍ତର ଦ୍ବାର ଦଇେ ପ୍ରବେଶ କରୁଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସମ୍ମୁଖରେ ଶହେ ହାତ ଦୀର୍ଘତାରେ ଉତ୍ତର ଦ୍ଵାର ଥିଲା ଓ ପ୍ରସ୍ଥ ପଚାଶ ହାତ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏହି ମନ୍ଦିରର ଦୈର୍ଘ୍ୟ 100 ହାତ ଓ ପ୍ରସ୍ଥ ପଗ୍ଭଶ୍ ହାତ ଥିଲା। ଲୋକମାନେ ଅଗଣାରୁ ଉତ୍ତର ଦ୍ୱାର ଦେଇ ପ୍ରବେଶ କରୁଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସମ୍ମୁଖରେ ଶହେ ହାତ ଦୀର୍ଘତାରେ ଉତ୍ତର ଦ୍ୱାର ଥିଲା ଓ ପ୍ରସ୍ଥ ପଚାଶ ହାତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ସମ୍ମୁଖରେ ଶହେ ହାତ ଦୀର୍ଘତାରେ ଉତ୍ତର ଦ୍ୱାର ଥିଲା ଓ ପ୍ରସ୍ଥ ପଚାଶ ହାତ ଥିଲା।