Ezekiel 42:20 — Compare Translations
5 translations compared side by side
Odia - 1840
"ସେ ମନ୍ଦିରର ଚତୁର୍ଦ୍ଦିଗସ୍ଥିତ ପ୍ରାଚୀରଗୁଡ଼ିକୁ ମାପିଲେ। ତାହାର ର୍ଦୈଘ୍ଯ 500 ହାତ ଓ ପ୍ରସ୍ଥ 500 ହାତ ଥିଲା। ସଗେୁଡ଼ିକ ପବିତ୍ର ସ୍ଥାନ ଓ ସାଧାରଣ ସ୍ଥାନଗୁଡ଼ିକୁ ବିଚ୍ଛଦେ କରିବା ପାଇଁ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେ ତାହାର ଚାରି ପାର୍ଶ୍ଵ ମାପିଲେ; ପବିତ୍ର ଓ ସାଧାରଣ ସ୍ଥାନ ମଧ୍ୟରେ ବିଚ୍ଛେଦ କରିବା ପାଇଁ ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର ଥିଲା, ତାହା ଦୀର୍ଘରେ ପାଞ୍ଚଶହ ଓ ପ୍ରସ୍ଥରେ ପାଞ୍ଚଶହ (ନଳ) ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ମନ୍ଦିରର ଚତୁର୍ଦ୍ଦିଗସ୍ଥିତ ପ୍ରାଚୀରଗୁଡ଼ିକୁ ମାପିଲେ। ତାହାର ଦୈର୍ଘ୍ୟ 500 ହାତ ଓ ପ୍ରସ୍ଥ 500 ହାତ ଥିଲା। ସେଗୁଡ଼ିକ ପବିତ୍ର ସ୍ଥାନ ଓ ସାଧାରଣ ସ୍ଥାନଗୁଡ଼ିକୁ ବିଚ୍ଛେଦ କରିବା ପାଇଁ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେ ତାହାର ଚାରି ପାର୍ଶ୍ୱ ମାପିଲେ; ପବିତ୍ର ଓ ସାଧାରଣ ସ୍ଥାନ ମଧ୍ୟରେ ବିଚ୍ଛେଦ କରିବା ପାଇଁ ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର ଥିଲା, ତାହା ଦୀର୍ଘରେ ପାଞ୍ଚ ଶହ ଓ ପ୍ରସ୍ଥରେ ପାଞ୍ଚ ଶହ (ଦଣ୍ଡ) ଥିଲା।
Odia IRV 2017 (ଓଡିଆ ବାଇବେଲ)
ସେ ତାହାର ଚାରି ପାର୍ଶ୍ୱ ମାପିଲେ; ପବିତ୍ର ଓ ସାଧାରଣ ସ୍ଥାନ ମଧ୍ୟରେ ବିଚ୍ଛେଦ କରିବା ପାଇଁ ତହିଁର ଚତୁର୍ଦ୍ଦିଗରେ ପ୍ରାଚୀର ଥିଲା, ତାହା ଦୀର୍ଘରେ ପାଞ୍ଚଶହ ଓ ପ୍ରସ୍ଥରେ ପାଞ୍ଚଶହ (ଦଣ୍ଡ) ଥିଲା।