Ezekiel 42:3 — Compare Translations

5 translations compared side by side

Odia - 1840
"ଭିତର ପ୍ରାଙ୍ଗଣ ରେ କୋଡ଼ିଏ ହାତ ସମ୍ମୁଖ ରେ ଓ ବାହାର ପ୍ରାଙ୍ଗଣର ମନ୍ଦିର ସମ୍ମୁଖ ରେ ତୃତୀୟ ମହଲା ରେ ଲଗାଲଗି ହାଇେ ଅପ୍ରଶସ୍ତ ବାରଣ୍ଡା ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଭିତର ପ୍ରାଙ୍ଗଣର କୋଡ଼ିଏ ହାତ ସମ୍ମୁଖରେ ଓ ବାହାର ପ୍ରାଙ୍ଗଣର ଚଟାଣର ସମ୍ମୁଖରେ ତୃତୀୟ ମହଲାରେ ଲଗାଲଗି ହୋଇ ଅପ୍ରଶସ୍ତ ବରଣ୍ତା ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଭିତର ପ୍ରାଙ୍ଗଣରେ କୋଡ଼ିଏ ହାତ ସମ୍ମୁଖରେ ଓ ବାହାର ପ୍ରାଙ୍ଗଣର ମନ୍ଦିର ସମ୍ମୁଖରେ ତୃତୀୟ ମହଲାରେ ଲଗାଲଗି ହୋଇ ଅପ୍ରଶସ୍ତ ବାରଣ୍ଡା ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଭିତର ପ୍ରାଙ୍ଗଣର କୋଡ଼ିଏ ହାତ ସମ୍ମୁଖରେ ଓ ବାହାର ପ୍ରାଙ୍ଗଣର ଚଟାଣର ସମ୍ମୁଖରେ ତୃତୀୟ ମହଲାରେ ଲଗାଲଗି ହୋଇ ଅପ୍ରଶସ୍ତ ବାରଣ୍ଡା ଥିଲା।
Odia IRV 2017 (ଓଡିଆ ବାଇବେଲ)
ଭିତର ପ୍ରାଙ୍ଗଣର କୋଡ଼ିଏ ହାତ ସମ୍ମୁଖରେ ଓ ବାହାର ପ୍ରାଙ୍ଗଣର ଚଟାଣର ସମ୍ମୁଖରେ ତୃତୀୟ ମହଲାରେ ଲଗାଲଗି ହୋଇ ଅପ୍ରଶସ୍ତ ବାରଣ୍ଡା ଥିଲା।