Ezekiel 42:4 — Compare Translations

5 translations compared side by side

Odia - 1840
"କଠାେରୀଗୁଡ଼ିକର ସମ୍ମୁଖ ରେ ଦଶହାତ ପ୍ରସ୍ଥର ଏକ ପଥ ଥିଲା ଓ ସମସ୍ତ ଦ୍ବାର ଉତ୍ତର ଆଡ଼େ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, କୋଠରିସକଳର ସମ୍ମୁଖରେ ଭିତର ଆଡ଼େ ଦଶ ହାତ ପ୍ରସ୍ଥର ଏକ ପଥ ଓ ଏକ ହାତ ପ୍ରସ୍ଥ ଏକ ପଥ ଥିଲା ଓ ସକଳର ଦ୍ଵାର ଉତ୍ତର ଆଡ଼େ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
କୋଠରୀଗୁଡ଼ିକର ସମ୍ମୁଖରେ ଦଶ ହାତ ପ୍ରସ୍ଥର ଏକ ପଥ ଥିଲା ଓ ସମସ୍ତ ଦ୍ୱାର ଉତ୍ତର ଆଡ଼େ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କୋଠରିସକଳର ସମ୍ମୁଖରେ ଭିତର ଆଡ଼େ ଦଶ ହାତ ପ୍ରସ୍ଥର ଏକ ପଥ ଓ ଏକ ହାତ ପ୍ରସ୍ଥ ଏକ ପଥ ଥିଲା ଓ ସକଳର ଦ୍ୱାର ଉତ୍ତର ଆଡ଼େ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, କୋଠରି ସକଳର ସମ୍ମୁଖରେ ଭିତର ଆଡ଼େ ଦଶ ହାତ ପ୍ରସ୍ଥର ଏକ ପଥ ଓ ଏକ ହାତ ପ୍ରସ୍ଥ ଏକ ପଥ ଥିଲା ଓ ସକଳର ଦ୍ୱାର ଉତ୍ତର ଆଡ଼େ ଥିଲା।