Ezekiel 42:5 — Compare Translations

5 translations compared side by side

Odia - 1840
"ଉପରିସ୍ଥ କଠାେରୀଗୁଡ଼ିକ େଛାଟ ଥିଲା। କାରଣ ପ୍ରାସାଦର ଅଧଃସ୍ଥିତ ଓ ମଧ୍ଯସ୍ଥିତ କଠାେରୀ ଅପେକ୍ଷା ଅପ୍ରଶସ୍ତ ବାରଣ୍ଡାସବୁ ତହିଁରୁ ଅଧିକ ସ୍ଥାନ ନଇେଥିଲା। କାରଣ ତାହା ତିନି ମହଲା ଥିଲା। ଆଉ ବାହାର ପ୍ରାଙ୍ଗଣର ସ୍ତମ୍ଭ ପରି ସେସବୁ ରେ ସ୍ତମ୍ଭ ନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଉପରିସ୍ଥ କୋଠରିସକଳ ଛୋଟ ଥିଲା; କାରଣ ଗାନ୍ଥୁନୀର ଅଧଃସ୍ଥିତ ଓ ମଧ୍ୟସ୍ଥିତ କୋଠରି ଅପେକ୍ଷା ଅପ୍ରଶସ୍ତ ବରଣ୍ତାସବୁ ତହିଁରୁ ଅଧିକ ସ୍ଥାନ ଘେନିଲା ।
Odia Bible ERV 2004 (ପବିତ୍ର ବାଇବଲ)
ଉପରିସ୍ଥ କୋଠରୀଗୁଡ଼ିକ ଛୋଟ ଥିଲା। କାରଣ ପ୍ରାସାଦର ଅଧଃସ୍ଥିତ ଓ ମଧ୍ୟସ୍ଥିତ କୋଠରୀ ଅପେକ୍ଷା ଅପ୍ରଶସ୍ତ ବାରଣ୍ଡାସବୁ ତହିଁରୁ ଅଧିକ ସ୍ଥାନ ନେଇଥିଲା। କାରଣ ତାହା ତିନି ମହଲା ଥିଲା। ଆଉ ବାହାର ପ୍ରାଙ୍ଗଣର ସ୍ତମ୍ଭ ପରି ସେସବୁରେ ସ୍ତମ୍ଭ ନ ଥିଲା। ଏଥିପାଇଁ ଭୂମିଠାରୁ ଉଚ୍ଚତମ ଅଧଃସ୍ଥିତ ଓ ମଧ୍ୟସ୍ଥିତ ଅପେକ୍ଷା ଅପ୍ରଶସ୍ଥ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଉପରିସ୍ଥ କୋଠରି ସକଳ ଛୋଟ ଥିଲା; କାରଣ ଗାନ୍ଥୁନୀର ଅଧଃସ୍ଥିତ ଓ ମଧ୍ୟସ୍ଥିତ କୋଠରି ଅପେକ୍ଷା ଅପ୍ରଶସ୍ତ ବାରଣ୍ଡାସବୁ ତହିଁରୁ ଅଧିକ ସ୍ଥାନ ଘେନିଲା।
Odia IRV 2017 (ଓଡିଆ ବାଇବେଲ)
ଉପରିସ୍ଥ କୋଠରି ସକଳ ଛୋଟ ଥିଲା; କାରଣ ଗାନ୍ଥୁନୀର ଅଧଃସ୍ଥିତ ଓ ମଧ୍ୟସ୍ଥିତ କୋଠରି ଅପେକ୍ଷା ଅପ୍ରଶସ୍ତ ବାରଣ୍ଡାସବୁ ତହିଁରୁ ଅଧିକ ସ୍ଥାନ ଘେନିଲା।