Ezekiel 42:6 — Compare Translations

4 translations compared side by side

Odia - 1840
"ଏଥିପାଇଁ ଭୂମିଠାରୁ ଉଚ୍ଚତମ ଅଧଃସ୍ଥିତ ଓ ମଧ୍ଯସ୍ଥିତ ଅପେକ୍ଷା ଅପ୍ରଶସ୍ଥ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ତାହା ତିନି ମହଲା ଥିଲା, ଆଉ ବାହାର ପ୍ରାଙ୍ଗଣର ସ୍ତମ୍ଭ ପରି ସେସବୁରେ ସ୍ତମ୍ଭ ନ ଥିଲା; ଏଥିପାଇଁ ଭୂମିଠାରୁ ଉଚ୍ଚତମ କୋଠରିସବୁ ଅଧଃସ୍ଥିତ ଓ ମଧ୍ୟସ୍ଥିତ ଅପେକ୍ଷା ଅପ୍ରଶସ୍ତ ଥିଲା ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ତାହା ତିନି ମହଲା ଥିଲା, ଆଉ ବାହାର ପ୍ରାଙ୍ଗଣର ସ୍ତମ୍ଭ ପରି ସେହି ସବୁରେ ସ୍ତମ୍ଭ ନ ଥିଲା; ଏଥିପାଇଁ ଭୂମିଠାରୁ ଉଚ୍ଚତମ କୋଠରିସବୁ ଅଧଃସ୍ଥିତ ଓ ମଧ୍ୟସ୍ଥିତ ଅପେକ୍ଷା ଅପ୍ରଶସ୍ତ ଥିଲା।
Odia IRV 2017 (ଓଡିଆ ବାଇବେଲ)
କାରଣ ତାହା ତିନି ମହଲା ଥିଲା, ଆଉ ବାହାର ପ୍ରାଙ୍ଗଣର ସ୍ତମ୍ଭ ପରି ସେହି ସବୁରେ ସ୍ତମ୍ଭ ନ ଥିଲା; ଏଥିପାଇଁ ଭୂମିଠାରୁ ଉଚ୍ଚତମ କୋଠରିସବୁ ଅଧଃସ୍ଥିତ ଓ ମଧ୍ୟସ୍ଥିତ ଅପେକ୍ଷା ଅପ୍ରଶସ୍ତ ଥିଲା।