Ezekiel 42:7 — Compare Translations

5 translations compared side by side

Odia - 1840
"କୋଠରୀଗୁଡ଼ିକର ସମାନ୍ତରାଳ ଭାବରେ ଭିତର ପ୍ରାଙ୍ଗଣର ଚାରିପଟେ ବାହା ରେ କାନ୍ଥଗୁଡ଼ିକ ଥିଲା। ଏହାର ର୍ଦୈଘ୍ଯ ପଚାଶ ହାତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, କୋଠରିସକଳର ସମ୍ମୁଖବର୍ତ୍ତୀ ବାହାର ପ୍ରାଙ୍ଗଣ ଆଡ଼େ କୋଠରିସକଳର ପାର୍ଶ୍ଵରେ ଯେଉଁ କାନ୍ଥ ଥିଲା, ତହିଁର ଦୀର୍ଘତା ପଚାଶ ହାତ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
କୋଠରୀଗୁଡ଼ିକର ସମାନ୍ତରାଳ ଭାବରେ ଭିତର ପ୍ରାଙ୍ଗଣର ଗ୍ଭରିପଟେ ବାହାରେ କାନ୍ଥଗୁଡ଼ିକ ଥିଲା। ଏହାର ଦୈର୍ଘ୍ୟ ପଗ୍ଭଶ୍ ହାତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, କୋଠରିସକଳର ସମ୍ମୁଖବର୍ତ୍ତୀ ବାହାର ପ୍ରାଙ୍ଗଣ ଆଡ଼େ କୋଠରିସକଳର ପାର୍ଶ୍ୱରେ ଯେଉଁ କାନ୍ଥ ଥିଲା, ତହିଁର ଦୀର୍ଘତା ପଚାଶ ହାତ ଥିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, କୋଠରି ସକଳର ସମ୍ମୁଖବର୍ତ୍ତୀ ବାହାର ପ୍ରାଙ୍ଗଣ ଆଡ଼େ କୋଠରି ସକଳର ପାର୍ଶ୍ୱରେ ଯେଉଁ କାନ୍ଥ ଥିଲା, ତହିଁର ଦୀର୍ଘତା ପଚାଶ ହାତ ଥିଲା।