Ezekiel 42:8 — Compare Translations

5 translations compared side by side

Odia - 1840
"ବାହାର ପ୍ରାଙ୍ଗଣସ୍ଥିତ କୋଠରୀଗୁଡ଼ିକର ର୍ଦୈଘ୍ଯ ପଚାଶ ହାତ ଥିଲା, ଯଦିଓ ମନ୍ଦିର ସମ୍ମୁଖ ରେ ସମୁଦାଯ ପ୍ରାସାଦର ର୍ଦୈଘ୍ଯ 100 ହାତ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
କାରଣ ବାହାର ପ୍ରାଙ୍ଗଣସ୍ଥିତ କୋଠରିସକଳର ଦୀର୍ଘତା ପଚାଶ ହାତ ଥିଲା; ପୁଣି ଦେଖ, ମନ୍ଦିର ସମ୍ମୁଖରେ ତାହା ଶହେ ହାତ ଥିଲା ।
Odia Bible ERV 2004 (ପବିତ୍ର ବାଇବଲ)
ବାହାର ପ୍ରାଙ୍ଗଣସ୍ଥିତ କୋଠରୀଗୁଡ଼ିକର ଦୈର୍ଘ୍ୟ ପଗ୍ଭଶ୍ ହାତ ଥିଲା, ଯଦିଓ ମନ୍ଦିର ସମ୍ମୁଖରେ ସମୁଦାୟ ପ୍ରାସାଦର ଦୈର୍ଘ୍ୟ 100 ହାତ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
କାରଣ ବାହାର ପ୍ରାଙ୍ଗଣସ୍ଥିତ କୋଠରିସକଳର ଦୀର୍ଘତା ପଚାଶ ହାତ ଥିଲା; ପୁଣି, ଦେଖ, ମନ୍ଦିର ସମ୍ମୁଖରେ ତାହା ଶହେ ହାତ ଥିଲା।
Odia IRV 2017 (ଓଡିଆ ବାଇବେଲ)
କାରଣ ବାହାର ପ୍ରାଙ୍ଗଣସ୍ଥିତ କୋଠରି ସକଳର ଦୀର୍ଘତା ପଚାଶ ହାତ ଥିଲା; ପୁଣି, ଦେଖ, ମନ୍ଦିର ସମ୍ମୁଖରେ ତାହା ଶହେ ହାତ ଥିଲା।