Ezekiel 42:9 — Compare Translations

5 translations compared side by side

Odia - 1840
"ପୁଣି ବାହାର ପ୍ରାଙ୍ଗଣରୁ କଠାେରୀଗୁଡ଼ିକୁ ଗଲା ବେଳେ ପୂର୍ବ ଦିଗ ରେ ତହିଁର ତଳେ ପ୍ରବେଶ ସ୍ଥାନ ଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ବାହାର ପ୍ରାଙ୍ଗଣରୁ ସେସବୁ କୋଠରିକୁ ଗଲା ବେଳେ ପୂର୍ବ ଦିଗରେ ତହିଁର ତଳରେ ପ୍ରବେଶ-ସ୍ଥାନ ପଡ଼ିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ବାହାର ପ୍ରାଙ୍ଗଣରୁ କୋଠରୀଗୁଡ଼ିକୁ ଗଲାବେଳେ ପୂର୍ବ ଦିଗରେ ତହିଁର ତଳେ ପ୍ରବେଶ ସ୍ଥାନ ଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବାହାର ପ୍ରାଙ୍ଗଣରୁ ସେହି ସବୁ କୋଠରିକୁ ଗଲା ବେଳେ ପୂର୍ବ ଦିଗରେ ତହିଁର ତଳରେ ପ୍ରବେଶ ସ୍ଥାନ ପଡ଼ିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ବାହାର ପ୍ରାଙ୍ଗଣରୁ ସେହି ସବୁ କୋଠରିକୁ ଗଲା ବେଳେ ପୂର୍ବ ଦିଗରେ ତହିଁର ତଳରେ ପ୍ରବେଶ-ସ୍ଥାନ ପଡ଼ିଲା।