Ezekiel 43:1 — Compare Translations
5 translations compared side by side
Odia - 1840
"ଏହାପ ରେ ସେ ମାେତେ ପୂର୍ବଦ୍ବାର ନିକଟକୁ ଆଣିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ଉତ୍ତାରେ ସେ ମୋତେ ଦ୍ଵାରକୁ, ଅର୍ଥାତ୍, ପୂର୍ବାଭିମୁଖ ଦ୍ଵାର ନିକଟକୁ ଆଣିଲେ;
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁ ତାଙ୍କ ଲୋକମାନଙ୍କ ସହିତ ବାସ କରିବେ ଏହା ପରେ ସେ ମୋତେ ପୂର୍ବଦ୍ୱାର ନିକଟକୁ ଆଣିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ ସେ ମୋତେ ଦ୍ୱାରକୁ, ଅର୍ଥାତ୍, ପୂର୍ବାଭିମୁଖ ଦ୍ୱାର ନିକଟକୁ ଆଣିଲେ;
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ ସେ ମୋତେ ଦ୍ୱାରକୁ, ଅର୍ଥାତ୍, ପୂର୍ବାଭିମୁଖ ଦ୍ୱାର ନିକଟକୁ ଆଣିଲେ;