Ezekiel 43:10 — Compare Translations
5 translations compared side by side
Odia - 1840
" ହେ ମନୁଷ୍ଯ ପୁତ୍ର, ତୁମ୍ଭେ ଇଶ୍ରାୟେଲ ବଂଶକୁ ଏହି ମନ୍ଦିର ବିଷଯ ରେ ବର୍ଣ୍ଣନା କର। ସମାନେେ ସହେି ଗୃହର ଯୋଜନା ଜାଣିଲେ ନିଜର ପାପ କାର୍ୟ୍ଯ ପାଇଁ ହୁଏତ ଲଜ୍ଜିତ ହାଇପୋରନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ-ବଂଶ ଯେପରି ଆପଣା ଆପଣା ଅଧର୍ମ ହେତୁ ଲଜ୍ଜିତ ହେବେ, ଏଥିପାଇଁ ତୁମ୍ଭେ ସେମାନଙ୍କୁ ଏହି ଗୃହ ଦେଖାଅ; ଆଉ, ସେମାନେ ସେହି ଗୃହର ଆଦର୍ଶ ପରିମାଣ କରନ୍ତୁ ।
Odia Bible ERV 2004 (ପବିତ୍ର ବାଇବଲ)
“ହେ ମନୁଷ୍ୟ ପୁତ୍ର, ତୁମ୍ଭେ ଇସ୍ରାଏଲ ବଂଶକୁ ଏହି ମନ୍ଦିର ବିଷୟରେ ବର୍ଣ୍ଣନା କର। ସେମାନେ ସେହି ଗୃହର ଯୋଜନା ଜାଣିଲେ ନିଜର ପାପ କାର୍ଯ୍ୟ ପାଇଁ ହୁଏତ ଲଜ୍ଜିତ ହୋଇପାରନ୍ତି।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶ ଯେପରି ଆପଣା ଆପଣା ଅଧର୍ମ ହେତୁ ଲଜ୍ଜିତ ହେବେ, ଏଥିପାଇଁ ତୁମ୍ଭେ ସେମାନଙ୍କୁ ଏହି ଗୃହ ଦେଖାଅ; ଆଉ, ସେମାନେ ସେହି ଗୃହର ଆଦର୍ଶ ପରିମାଣ କରନ୍ତୁ।
Odia IRV 2017 (ଓଡିଆ ବାଇବେଲ)
ହେ ମନୁଷ୍ୟ-ସନ୍ତାନ, ଇସ୍ରାଏଲ ବଂଶ ଯେପରି ଆପଣା ଆପଣା ଅଧର୍ମ ହେତୁ ଲଜ୍ଜିତ ହେବେ, ଏଥିପାଇଁ ତୁମ୍ଭେ ସେମାନଙ୍କୁ ଏହି ଗୃହ ଦେଖାଅ; ଆଉ, ସେମାନେ ସେହି ଗୃହର ଆଦର୍ଶ ପରିମାଣ କରନ୍ତୁ।