Ezekiel 43:11 — Compare Translations

5 translations compared side by side

Odia - 1840
"ଯଦି ସମାନେେ ସମାନଙ୍କେର କୃତ କୁକର୍ମ ପାଇଁ ଲଜ୍ଜିତ ହୁଅନ୍ତି, ସେଥିପାଇଁ ସମାନଙ୍କେୁ ମନ୍ଦିରର ନକ୍ସା ବିଷଯ ରେ ଜଣାଅ। ଆଉ ସମାନେେ ଯେପରି ଗୃହର ସକଳ ଆକୃତି ଓ ତହିଁର ସମସ୍ତ ବିଧି ରକ୍ଷାକରି ତଦନୁସାର କର୍ମ କରିବେ ଏଥିପାଇଁ ସମାନଙ୍କେୁ ଗୃହର ଆକାର, ତାହାର ଗଠନ ନିର୍ଗମ ସ୍ଥାନ ଓ ପ୍ରବେଶ ସ୍ଥାନ, ସକଳ ଆକୃତି ଓ ତାହାର ସମସ୍ତ ବିଧି, ସମସ୍ତେ ଆକୃତି ଓ ତହିଁର ସମସ୍ତ ବ୍ଯବସ୍ଥା ସମାନଙ୍କେୁ ଜଣାଅ। ଏବଂ ସମାନଙ୍କେ ଉପସ୍ଥିତି ରେ ସେସବୁ ଲେଖ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସେମାନେ ଯେବେ ଆପଣାମାନଙ୍କ କୃତ ସମସ୍ତ କର୍ମ ହେତୁ ଲଜ୍ଜିତ ହୁଅନ୍ତି, ତେବେ ସେମାନେ ଯେପରି ଗୃହର ସକଳ ଆକୃତି ଓ ତହିଁର ସମସ୍ତ ବିଧି ରକ୍ଷା କରି ତଦନୁସାରେ କର୍ମ କରିବେ, ଏଥିପାଇଁ ସେମାନଙ୍କୁ ଗୃହର ଆକାର, ତହିଁର ଗଠନ, ନିର୍ଗମନ-ସ୍ଥାନ ଓ ପ୍ରବେଶ-ସ୍ଥାନ, ସକଳ ଆକୃତି ଓ ତହିଁର ସମସ୍ତ ବିଧି, ସମସ୍ତ ଆକୃତି ଓ ତହିଁର ସକଳ ବ୍ୟବସ୍ଥା ସେମାନଙ୍କୁ ଜ୍ଞାତ କରାଅ, ଆଉ ସେମାନଙ୍କ ସାକ୍ଷାତରେ ତାହା ଲେଖ ।
Odia Bible ERV 2004 (ପବିତ୍ର ବାଇବଲ)
ଯଦି ସେମାନେ ସେମାନଙ୍କର କୃତ କୁକର୍ମ ପାଇଁ ଲଜ୍ଜିତ ହୁଅନ୍ତି, ସେଥିପାଇଁ ସେମାନଙ୍କୁ ମନ୍ଦିରର ନ‌କ୍‌ସା ବିଷୟରେ ଜଣାଅ। ଆଉ ସେମାନେ ଯେପରି ଗୃହର ସକଳ ଆକୃତି ଓ ତହିଁର ସମସ୍ତ ବିଧି ରକ୍ଷାକରି ତଦନୁସାର କର୍ମ କରିବେ ଏଥିପାଇଁ ସେମାନଙ୍କୁ ଗୃହର ଆକାର, ତାହାର ଗଠନ ନିର୍ଗମ ସ୍ଥାନ ଓ ପ୍ରବେଶ ସ୍ଥାନ, ସକଳ ଆକୃତି ଓ ତାହାର ସମସ୍ତ ବିଧି, ସମସ୍ତ ଆକୃତି ଓ ତହିଁର ସମସ୍ତ ବ୍ୟବସ୍ଥା ସେମାନଙ୍କୁ ଜଣାଅ। ଏବଂ ସେମାନଙ୍କ ଉପସ୍ଥିତିରେ ସେସବୁ ଲେଖ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ଯଦି ଆପଣାମାନଙ୍କ କୃତ ସମସ୍ତ କର୍ମ ହେତୁ ଲଜ୍ଜିତ ହୁଅନ୍ତି, ତେବେ ସେମାନେ ଯେପରି ଗୃହର ସକଳ ଆକୃତି ଓ ତହିଁର ସମସ୍ତ ବିଧି ରକ୍ଷା କରି ତଦନୁସାରେ କର୍ମ କରିବେ, ଏଥିପାଇଁ ସେମାନଙ୍କୁ ଗୃହର ଆକାର, ତହିଁର ଗଠନ, ନିର୍ଗମନ-ସ୍ଥାନ ଓ ପ୍ରବେଶ ସ୍ଥାନ, ସକଳ ଆକୃତି ଓ ତହିଁର ସମସ୍ତ ବିଧି, ସମସ୍ତ ଆକୃତି ଓ ତହିଁର ସକଳ ବ୍ୟବସ୍ଥା ସେମାନଙ୍କୁ ଜ୍ଞାତ କରାଅ, ଆଉ ସେମାନଙ୍କ ସାକ୍ଷାତରେ ତାହା ଲେଖ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ଯଦି ଆପଣାମାନଙ୍କ କୃତ ସମସ୍ତ କର୍ମ ହେତୁ ଲଜ୍ଜିତ ହୁଅନ୍ତି, ତେବେ ସେମାନେ ଯେପରି ଗୃହର ସକଳ ଆକୃତି ଓ ତହିଁର ସମସ୍ତ ବିଧି ରକ୍ଷା କରି ତଦନୁସାରେ କର୍ମ କରିବେ, ଏଥିପାଇଁ ସେମାନଙ୍କୁ ଗୃହର ଆକାର, ତହିଁର ଗଠନ, ନିର୍ଗମନ-ସ୍ଥାନ ଓ ପ୍ରବେଶ-ସ୍ଥାନ, ସକଳ ଆକୃତି ଓ ତହିଁର ସମସ୍ତ ବିଧି, ସମସ୍ତ ଆକୃତି ଓ ତହିଁର ସକଳ ବ୍ୟବସ୍ଥା ସେମାନଙ୍କୁ ଜ୍ଞାତ କରାଅ, ଆଉ ସେମାନଙ୍କ ସାକ୍ଷାତରେ ତାହା ଲେଖ।