Ezekiel 43:12 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ମନ୍ଦିରର ବ୍ଯବସ୍ଥା, ଏହି ପର୍ବତ ଶୃଙ୍ଗର ଉପରିସ୍ଥ ଚତୁର୍ଦ୍ଦିଗର ସମୁଦାଯ ସୀମା ମହାପବିତ୍ର ଅଟେ। ଏହାହିଁ ମନ୍ଦିରର ବ୍ଯବସ୍ଥା ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଗୃହର ବ୍ୟବସ୍ଥା ଏହି, ପର୍ବତ ଶୃଙ୍ଗର ଉପରିସ୍ଥ ଚତୁର୍ଦ୍ଦିଗର ସମୁଦାୟ ସୀମା ମହାପବିତ୍ର ହେବ । ଦେଖ, ଏହା ହିଁ ଗୃହର ବ୍ୟବସ୍ଥା ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ମନ୍ଦିରର ବ୍ୟବସ୍ଥା, ଏହି ପର୍ବତ ଶୃଙ୍ଗର ଉପରିସ୍ଥ ଚତୁର୍ଦ୍ଦିଗର ସମୁଦାୟ ସୀମା ମହାପବିତ୍ର ଅଟେ। ଏହା ହିଁ ମନ୍ଦିରର ବ୍ୟବସ୍ଥା ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଗୃହର ବ୍ୟବସ୍ଥା ଏହି, ପର୍ବତ ଶୃଙ୍ଗର ଉପରିସ୍ଥ ଚତୁର୍ଦ୍ଦିଗର ସମୁଦାୟ ସୀମା ମହାପବିତ୍ର ହେବ। ଦେଖ, ଏହା ହିଁ ଗୃହର ବ୍ୟବସ୍ଥା।
Odia IRV 2017 (ଓଡିଆ ବାଇବେଲ)
ଗୃହର ବ୍ୟବସ୍ଥା ଏହି, ପର୍ବତ ଶୃଙ୍ଗର ଉପରିସ୍ଥ ଚତୁର୍ଦ୍ଦିଗର ସମୁଦାୟ ସୀମା ମହାପବିତ୍ର ହେବ। ଦେଖ, ଏହା ହିଁ ଗୃହର ବ୍ୟବସ୍ଥା।