Ezekiel 43:13 — Compare Translations

5 translations compared side by side

Odia - 1840
"ଦୀର୍ଘ ହାତର ମାପ ବ୍ଯବହାର କରି ଏଗୁଡ଼ିକ ୟଜ୍ଞବଦେୀର ମାପ। ପ୍ରତିହାତ ଏକ ହାତ ଚାରି ଅଙ୍ଗୁଳି ପରିମାଣ ବଦେୀର ମୂଳ ଏକ ହାତ ଗଭୀର ଓ ପ୍ରସ୍ଥ ଏକ ହାତ। ଆଉ ଚତୁର୍ଦ୍ଦିଗ ରେ ତହିଁର ପ୍ରାନ୍ତ ଧାର ଏକ ଚାଖଣ୍ଡ ପରିମିତ ହବେ। ଏହା ୟଜ୍ଞବଦେୀର ଉଚ୍ଚତା ଅଟେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ହାତ ଅନୁସାରେ ଯଜ୍ଞବେଦିର ପରିମାଣ ଏହି; (ପ୍ରତି ହାତ ଏକ ହାତ ଚାରି ଅଙ୍ଗୁଳି ପରିମିତ) ବେଦିର ମୂଳ ଏକ ହାତ ଓ ପ୍ରସ୍ଥ ଏକ ହାତ, ଆଉ ଚତୁର୍ଦ୍ଦିଗରେ ତହିଁର ପ୍ରା; ଧାର ଏକ ଚାଖଣ୍ତ ପରିମିତ ହେବ; ଏହା ଯଜ୍ଞବେଦିର ତଳଭାଗ ।
Odia Bible ERV 2004 (ପବିତ୍ର ବାଇବଲ)
ଯଜ୍ଞବେଦି “ଦୀର୍ଘ ହାତର ମାପ ବ୍ୟବହାର କରି ଏଗୁଡ଼ିକ ଯଜ୍ଞବେଦିର ମାପ। ପ୍ରତିହାତ ଏକ ହାତ ଗ୍ଭରି ଅଙ୍ଗୁଳି ପରିମାଣ ବେଦିର ମୂଳ ଏକ ହାତ ଗଭୀର ଓ ପ୍ରସ୍ଥ ଏକ ହାତ। ଆଉ ଚତୁର୍ଦ୍ଦିଗରେ ତହିଁର ପ୍ରାନ୍ତ ଧାର ଏକ ଗ୍ଭଖଣ୍ଡ ପରିମିତ ହେବ। ଏହା ଯଜ୍ଞବେଦିର ଉଚ୍ଚତା ଅଟେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ହାତ ଅନୁସାରେ ଯଜ୍ଞବେଦିର ପରିମାଣ ଏହି; (ପ୍ରତି ହାତ ଏକ ହାତ ଚାରି ଅଙ୍ଗୁଳି ପରିମିତ) ବେଦିର ମୂଳ ଏକ ହାତ ଓ ପ୍ରସ୍ଥ ଏକ ହାତ, ଆଉ ଚତୁର୍ଦ୍ଦିଗରେ ତହିଁର ପ୍ରାନ୍ତ ଧାର ଏକ ଚାଖଣ୍ଡ ପରିମିତ ହେବ; ଏହା ଯଜ୍ଞବେଦିର ତଳଭାଗ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ହାତ ଅନୁସାରେ ଯଜ୍ଞବେଦିର ପରିମାଣ ଏହି; (ପ୍ରତି ହାତ ଏକ ହାତ ଚାରି ଅଙ୍ଗୁଳି ପରିମିତ) ବେଦିର ମୂଳ ଏକ ହାତ ଓ ପ୍ରସ୍ଥ ଏକ ହାତ, ଆଉ ଚତୁର୍ଦ୍ଦିଗରେ ତହିଁର ପ୍ରାନ୍ତ ଧାର ଏକ ଚାଖଣ୍ଡ ପରିମିତ ହେବ; ଏହା ଯଜ୍ଞବେଦିର ତଳଭାଗ।