Ezekiel 43:14 — Compare Translations
5 translations compared side by side
Odia - 1840
"ଭୂମିସ୍ଥ ମୂଳଠାରୁ ତଳ ଥାକ ପର୍ୟ୍ଯନ୍ତ ଦୁଇହାତ ଓ ପ୍ରସ୍ଥ ଏକ ହାତ ହବେ। ସହେି କ୍ଷୁଦ୍ରତମ ଥାକଠାରୁ ବଡ଼ଥାକ ପର୍ୟ୍ଯନ୍ତ ଚାରିହାତ ଓ ପ୍ରସ୍ଥ ଏକ ହାତ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଭୂମିସ୍ଥ ମୂଳଠାରୁ ତଳ ଥାକ ପର୍ଯ୍ୟନ୍ତ ଦୁଇ ହାତ ଓ ପ୍ରସ୍ଥ ଏକ ହାତ ହେବ । ଆଉ, ସେହି କ୍ଷୁଦ୍ରତର ଥାକଠାରୁ ବଡ଼ ଥାକ ପର୍ଯ୍ୟନ୍ତ ଚାରି ହାତ ଓ ପ୍ରସ୍ଥ ଏକ ହାତ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଭୂମିସ୍ଥ ମୂଳଠାରୁ ତଳ ଥାକ ପର୍ଯ୍ୟନ୍ତ ଦୁଇ ହାତ ଓ ପ୍ରସ୍ଥ ଏକ ହାତ ହେବ। ସେହି କ୍ଷୁଦ୍ରତମ ଥାକଠାରୁ ବଡ଼ଥାକ ପର୍ଯ୍ୟନ୍ତ ଗ୍ଭରି ହାତ ଓ ପ୍ରସ୍ଥ ଏକ ହାତ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଭୂମିସ୍ଥ ମୂଳଠାରୁ ତଳ ଥାକ ପର୍ଯ୍ୟନ୍ତ ଦୁଇ ହାତ ଓ ପ୍ରସ୍ଥ ଏକ ହାତ ହେବ। ଆଉ, ସେହି କ୍ଷୁଦ୍ରତର ଥାକଠାରୁ ବଡ଼ ଥାକ ପର୍ଯ୍ୟନ୍ତ ଚାରି ହାତ ଓ ପ୍ରସ୍ଥ ଏକ ହାତ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଭୂମିସ୍ଥ ମୂଳଠାରୁ ତଳ ଥାକ ପର୍ଯ୍ୟନ୍ତ ଦୁଇ ହାତ ଓ ପ୍ରସ୍ଥ ଏକ ହାତ ହେବ। ଆଉ, ସେହି କ୍ଷୁଦ୍ରତର ଥାକଠାରୁ ବଡ଼ ଥାକ ପର୍ଯ୍ୟନ୍ତ ଚାରି ହାତ ଓ ପ୍ରସ୍ଥ ଏକ ହାତ ହେବ।