Ezekiel 43:15 — Compare Translations

5 translations compared side by side

Odia - 1840
"ୟଜ୍ଞବଦେୀର ହାମେ ପାଇଁ ସ୍ଥାନ ଚାରିହାତ ଉଚ୍ଚ ହବେ ଏବଂ ଏହାର ଚାରିକୋଣ ଶିଙ୍ଗ ସଦୃଶ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ଉପରିସ୍ଥ ଯଜ୍ଞବେଦି ଚାରି ହାତ ହେବ ଓ ଯଜ୍ଞବେଦିର ଅଗ୍ନିସ୍ଥାନଠାରୁ ଉପର ଆଡ଼କୁ ଚାରି ଶୃଙ୍ଗ ହେବ ।
Odia Bible ERV 2004 (ପବିତ୍ର ବାଇବଲ)
ଯଜ୍ଞବେଦିର ହୋମ ପାଇଁ ସ୍ଥାନ ଗ୍ଭରି ହାତ ଉଚ୍ଚ ହେବ ଏବଂ ଏହାର ଗ୍ଭରିକୋଣ ଶିଙ୍ଗ ସଦୃଶ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଉପରିସ୍ଥ ଯଜ୍ଞବେଦି ଚାରି ହାତ ହେବ ଓ ଯଜ୍ଞବେଦିର ଅଗ୍ନିସ୍ଥାନଠାରୁ ଉପର ଆଡ଼କୁ ଚାରି ଶୃଙ୍ଗ ହେବ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଉପରିସ୍ଥ ଯଜ୍ଞବେଦି ଚାରି ହାତ ହେବ ଓ ଯଜ୍ଞବେଦିର ଅଗ୍ନିସ୍ଥାନଠାରୁ ଉପର ଆଡ଼କୁ ଚାରି ଶୃଙ୍ଗ ହେବ।